Online Bible

- Reklamy -




ପ୍ରେରିତ 27:40 - ଓଡିଆ ବାଇବେଲ

40 ଏଣୁ ସେମାନେ ଲଙ୍ଗରସବୁ କାଟି ସେଗୁଡ଼ିକ ସମୁଦ୍ରରେ ଛାଡ଼ି ଦେଲେ, ଆଉ ସାଙ୍ଗେ ସାଙ୍ଗେ ମଙ୍ଗର ଦୌଡ଼ିସବୁ ଫିଟାଇ ପବନ ଆଡ଼କୁ ଆଗ ପାଲ ଉଠାଇ କୂଳ ଆଡ଼କୁ ଯିବାକୁ ଚେଷ୍ଟା କଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

40 ଏଣୁ ସେମାନେ ଲଙ୍ଗରସବୁ କାଟି ସେଗୁଡ଼ିକ ସମୁଦ୍ରରେ ଛାଡ଼ିଦେଲେ, ଆଉ ସାଙ୍ଗେ ସାଙ୍ଗେ ମଙ୍ଗର ଦୌଡ଼ିସବୁ ଫିଟାଇ ପବନ ଆଡ଼କୁ ଆଗ ପାଲ ଉଠାଇ କୂଳ ଆଡ଼କୁ ଯିବାକୁ ଚେଷ୍ଟା କଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

40 ତେଣୁ ଲଙ୍ଗର୍ ଦଉଡ଼ି ସବୁ କାଟି ଦେଇ ସେଗୁଡ଼ିକୁ ସମୁଦ୍ର ତଳେ ପୋତି ହୋଇଯିବା ପାଇଁ ଛାଡ଼ିଦେଲେ। ପୁଣି ମଙ୍ଗର୍ ଦଉଡ଼ିଗୁଡ଼ିକୁ ଫିଟାଇ ଦେଇ ସାମନାରେ ବନ୍ଧା ହୋଇଥିବା ପାଲଟିକୁ ଉଠାଇଲେ। ଫଳରେ ପବନରେ ଠେଲି ହୋଇ ଜାହାଜ କୂଳ ଆଡ଼କୁ ଗତି କଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ଏଣୁ ସେମାନେ ଲଙ୍ଗରସବୁ କାଟି ସେଗୁଡ଼ିକ ସମୁଦ୍ରରେ ଛାଡ଼ିଦେଲେ, ଆଉ ସାଙ୍ଗେ ସାଙ୍ଗେ ମଙ୍ଗର ଦଉଡିସବୁ ଫିଟାଇ ପବନ ଆଡ଼କୁ ଆଗ ପାଲ ଉଠାଇ କୂଳ ଆଡ଼କୁ ଯିବାକୁ ଚେଷ୍ଟା କଲେ।

Viz kapitola kopírovat

ପବିତ୍ର ବାଇବଲ

40 ସେମାନେ ଲଙ୍ଗରଗୁଡ଼ିକ କାଟି ସମୁଦ୍ରରେ ଫିଙ୍ଗି ଦେଲେ। ସେମାନେ ମଙ୍ଗର ଦଉଡ଼ି ଫିଟେଇ ପବନରେ ସାମନା ପାଲଟି ଉଠାଇଲେ। ତା'ପରେ ସେମାନେ ବାଲିତଟ ଆଡ଼କୁ ଯାତ୍ରା କଲେ।

Viz kapitola kopírovat




ପ୍ରେରିତ 27:40

Následuj nás:

Reklamy


Reklamy