ପ୍ରେରିତ 27:6 - ଓଡିଆ ବାଇବେଲ6 ସେଠାରେ ଶତସେନାପତି ଇତାଲିଆକୁ ଯାଉଥିବା ଗୋଟିଏ ଆଲେକଜାଣ୍ଡ୍ରୀୟ ଜାହାଜ ପାଇ ସେଥିରେ ଆମ୍ଭମାନଙ୍କୁ ଚଢ଼ାଇଦେଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେଠାରେ ଶତସେନାପତି ଇତାଲିଆକୁ ଯାଉଥିବା ଗୋଟିଏ ଆଲେକ୍ଜାଣ୍ତ୍ରୀୟ ଜାହାଜ ପାଇ ସେଥିରେ ଆମ୍ଭମାନଙ୍କୁ ଚଢ଼ାଇଦେଲେ। Viz kapitolaପବିତ୍ର ବାଇବଲ (CL) NT (BSI)6 ସେଠାରେ ଉକ୍ତ ସେନାପତି ଆଲେକ୍ଜାଣ୍ଡ୍ରିଆର ଏକ ଜାହାଜ ଇଟାଲୀକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବାର ଦେଖି ଆମ୍ଭମାନଙ୍କୁ ସେଥିରେ ବସାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେଠାରେ ଶତ-ସେନାପତି ଇତାଲିଆକୁ ଯାଉଥିବା ଗୋଟିଏ ଆଲେକ୍ଜାଣ୍ଡ୍ରୀୟ ଜାହାଜ ପାଇ ସେଥିରେ ଆମ୍ଭମାନଙ୍କୁ ଚଢ଼ାଇଦେଲେ। Viz kapitolaପବିତ୍ର ବାଇବଲ6 ସେଠାରେ ଯୂଲିଅ ଆଲେକ୍ଜାଣ୍ଡ୍ରିୟାର ଜାହାଜଟିଏ ଇତାଲିଆକୁ ଯାଉଥିବାର ପାଇଲେ ସେ ଆମ୍ଭମାନଙ୍କୁ ସେଥିରେ ଚଢ଼ାଇ ଦେଲେ। Viz kapitola |