Online Bible

- Reklamy -




ପ୍ରେରିତ 28:2 - ଓଡିଆ ବାଇବେଲ

2 ଆଉ, ବର୍ବରମାନେ ଆମ୍ଭମାନଙ୍କ ପ୍ରତି ଅସାଧାରଣ ଦୟା ଦେଖାଇଲେ, କାରଣ ବୃଷ୍ଟି ଓ ଶୀତ ହେଉଥିବାରୁ ସେମାନେ ଅଗ୍ନି ଜାଳି ଆମ୍ଭ ସମସ୍ତଙ୍କୁ ଅବ୍ୟର୍ଥନା କଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ଆଉ, ବର୍ବରମାନେ ଆମ୍ଭମାନଙ୍କ ପ୍ରତି ଅସାଧାରଣ ଦୟା ଦେଖାଇଲେ, କାରଣ ବୃଷ୍ଟି ଓ ଶୀତ ହେଉଥିବାରୁ ସେମାନେ ଅଗ୍ନି ଜାଳି ଆମ୍ଭ ସମସ୍ତଙ୍କୁ ଅଭ୍ୟର୍ଥନା କଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

2 ସେଠାକାର ଆଦିମ ଅଧିବାସୀମାନେ ଆମ୍ଭମାନଙ୍କ ପ୍ରତି ସ୍ନେହଭାବ ଦେଖାଇଲେ। ସେତେବେଳେ ବର୍ଷା ପଡ଼ି ଶୀତ ହେଉଥିଲା। ତେଣୁ ସେମାନେ ନିଅାଁ ଜାଳି ଆମମାନଙ୍କୁ ସ୍ୱାଗତ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ, ବର୍ବରମାନେ ଆମ୍ଭମାନଙ୍କ ପ୍ରତି ଅସାଧାରଣ ଦୟା ଦେଖାଇଲେ, କାରଣ ବୃଷ୍ଟି ଓ ଶୀତ ହେଉଥିବାରୁ ସେମାନେ ଅଗ୍ନି ଜାଳି ଆମ୍ଭ ସମସ୍ତଙ୍କୁ ଅଭ୍ୟର୍ଥନା କଲେ।

Viz kapitola kopírovat

ପବିତ୍ର ବାଇବଲ

2 ବହୁତ ଥଣ୍ଡା ଲାଗୁଥିଲା, ଦ୍ୱୀପର ବାସିନ୍ଦାମାନେ ଆମ୍ଭମାନଙ୍କ ପ୍ରତି ବହୁତ ଦୟା ଦେଖାଇଲେ। ସେମାନେ ଆମ୍ଭପାଇଁ ନିଆଁ ଜଳେଇ ଆମ୍ଭକୁ ସ୍ୱାଗତ କଲେ।

Viz kapitola kopírovat




ପ୍ରେରିତ 28:2

Následuj nás:

Reklamy


Reklamy