Online Bible

- Reklamy -




ପ୍ରେରିତ 28:31 - ଓଡିଆ ବାଇବେଲ

31 ପୁଣି, ଯେତେ ଲୋକ ତାହାଙ୍କ ନିକଟକୁ ଆସୁଥିଲେ, ସମସ୍ତଙ୍କୁ ସେ ଗ୍ରହଣ କରି ପୂର୍ଣ୍ଣ ସାହସରେ ଓ ନିର୍ବିଘ୍ନରେ ଈଶ୍ୱରଙ୍କ ରାଜ୍ୟରେ କଥା ପ୍ରଚାର କରୁଥିଲେ ଏବଂ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ସମ୍ବନ୍ଧୀୟ ବିଷୟସବୁ ଶିକ୍ଷା ଦେଉଥିଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ପୁଣି ଯେତେ ଲୋକ ତାଙ୍କ ନିକଟକୁ ଆସୁଥିଲେ, ସମସ୍ତଙ୍କୁ ସେ ଗ୍ରହଣ କରି ପୂର୍ଣ୍ଣ ସାହସରେ ଓ ନିର୍ବିଘ୍ନରେ ଈଶ୍ଵରଙ୍କ ରାଜ୍ୟର କଥା ପ୍ରଚାର କରୁଥିଲେ ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ଵନ୍ଧୀୟ ବିଷୟସବୁ ଶିକ୍ଷା ଦେଉଥିଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

31 ଅବାଧରେ ଓ ସାହସର ସହିତ ସେ ଈଶ୍ୱରଙ୍କ ରାଜ୍ୟ ବିଷୟରେ ପ୍ରଚାର କରି ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ବିଷୟରେ ଶିକ୍ଷା ଦେଉଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ପୁଣି, ଯେତେ ଲୋକ ତାହାଙ୍କ ନିକଟକୁ ଆସୁଥିଲେ, ସମସ୍ତଙ୍କୁ ସେ ଗ୍ରହଣ କରି ପୂର୍ଣ୍ଣ ସାହସରେ ଓ ନିର୍ବିଘ୍ନରେ ଈଶ୍ବରଙ୍କ ରାଜ୍ୟର କଥା ପ୍ରଚାର କରୁଥିଲେ ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧୀୟ ବିଷୟସବୁ ଶିକ୍ଷା ଦେଉଥିଲେ।

Viz kapitola kopírovat

ପବିତ୍ର ବାଇବଲ

31 ଯେତେଲୋକ ପାଉଲଙ୍କୁ ଦେଖିବା ପାଇଁ ଆସୁଥିଲେ, ସେ ସମସ୍ତଙ୍କୁ ସେ ସ୍ୱାଗତ କଲେ ଓ ପାଉଲ ମୁକ୍ତ ଭାବରେ, ବିନା ବାଧାରେ ପୁଣି ଅତି ସାହସର ସହିତ ପରମେଶ୍ୱରଙ୍କ ରାଜ୍ୟ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ବିଷୟରେ ପ୍ରଗ୍ଭର କଲେ। ପୁଣି ସେହି ଶିକ୍ଷା ଦେବାରୁ କେହିହେଲେ ତାହାଙ୍କୁ ଅଟକାଇବା ପାଇଁ ଚେଷ୍ଟା କଲେ ନାହିଁ।

Viz kapitola kopírovat




ପ୍ରେରିତ 28:31

Následuj nás:

Reklamy


Reklamy