ପ୍ରେରିତ 3:1 - ଓଡିଆ ବାଇବେଲ1 ଦିନେ ପ୍ରାର୍ଥନାର ନିର୍ଦ୍ଧିଷ୍ଟ ସମୟରେ, ଅର୍ଥାତ୍ ଅପରାହ୍ନ ତିନି ଘଣ୍ଟା ବେଳେ ପିତର ଓ ଯୋହନ ମନ୍ଦିରକୁ ଯାଉଥିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)1 ଦିନେ ପ୍ରାର୍ଥନାର ନିର୍ଦ୍ଦିଷ୍ଟ ସମୟରେ, ଅର୍ଥାତ୍, ଅପରାହ୍ନ ତିନି ଘଣ୍ଟା ବେଳେ ପିତର ଓ ଯୋହନ ମନ୍ଦିରକୁ ଯାଉଥିଲେ। Viz kapitolaପବିତ୍ର ବାଇବଲ (CL) NT (BSI)1 ଦିନେ ପିତର ଓ ଯୋହନ ପ୍ରାର୍ଥନା ସମୟ ଅପରାହ୍ନ ତିନିଟାବେଳେ ଉପାସନା ମନ୍ଦିରକୁ ଯାଉଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଦିନେ ପ୍ରାର୍ଥନାର ନିର୍ଦ୍ଧିଷ୍ଟ ସମୟରେ, ଅର୍ଥାତ୍ ଅପରାହ୍ନ ତିନି ଘଣ୍ଟା ବେଳେ ପିତର ଓ ଯୋହନ ମନ୍ଦିରକୁ ଯାଉଥିଲେ। Viz kapitolaପବିତ୍ର ବାଇବଲ1 ଦିନେ ପିତର ଓ ଯୋହନ ଏକାଠି ମନ୍ଦିର ପରିସରକୁ ଗଲେ। ସେତେବେଳେ ଦିନ ତିନିଟା ହୋଇଥିଲା ଓ ତାହା ପ୍ରତିଦିନର ପ୍ରାର୍ଥନାର ସମୟ ଥିଲା। Viz kapitola |