ପ୍ରେରିତ 3:11 - ଓଡିଆ ବାଇବେଲ11 ସେ ପିତର ଓ ଯୋହନଙ୍କୁ ଧରି ରହିଥିବା ସମୟରେ ଲୋକ ସମସ୍ତେ ଅତିଶୟ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ଡପରେ ସେମାନଙ୍କ ନିକଟକୁ ଏକତ୍ର ଦୌଡ଼ିଆସିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)11 ସେ ପିତର ଓ ଯୋହନଙ୍କୁ ଧରି ରହିଥିବା ସମୟରେ ଲୋକସମସ୍ତେ ଅତିଶୟ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ତପରେ ସେମାନଙ୍କ ନିକଟକୁ ଏକତ୍ର ଦୌଡ଼ିଆସିଲେ। Viz kapitolaପବିତ୍ର ବାଇବଲ (CL) NT (BSI)11 ସେ ଲୋକଟି ପିତର ଓ ଯୋହନଙ୍କ ସଙ୍ଗେ ସଙ୍ଗେ ରହିବାର ଦେଖି ଲୋକମାନେ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ଡପ ନିକଟକୁ ଦୌଡ଼ିଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେ ପିତର ଓ ଯୋହନଙ୍କୁ ଧରି ରହିଥିବା ସମୟରେ ଲୋକ ସମସ୍ତେ ଅତିଶୟ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ଡପରେ ସେମାନଙ୍କ ନିକଟକୁ ଏକତ୍ର ଦୌଡ଼ିଆସିଲେ। Viz kapitolaପବିତ୍ର ବାଇବଲ11 ସେ ସୁସ୍ଥ ଲୋକଟି ପିତର ଓ ଯୋହନଙ୍କ ପାଖେ ପାଖେ ରହିଲା। ତେଣୁ ସମସ୍ତେ ଆଶ୍ଚର୍ଯ୍ୟ ହୋଇ “ଶଲୋମନଙ୍କ ମଣ୍ଡପ”ରେ ସେମାନଙ୍କ ପାଖକୁ ଦୌଡ଼ି ଆସିଲେ। ତାହା ଦେଖି ପିତର ଲୋକମାନଙ୍କୁ କହିଲେ, “ହେ ଇସ୍ରାଏଲର ଲୋକମାନେ, ତୁମ୍ଭେମାନେ ଏହା ଦେଖି କାହିଁକି ଆଶ୍ଚର୍ଯ୍ୟ ହେଉଅଛ? Viz kapitola |