ପ୍ରେରିତ 3:21 - ଓଡିଆ ବାଇବେଲ21 ସମସ୍ତ ବିଷୟ ପୁନଃସ୍ଥାପନର ଯେଉଁ ସମୟର କଥା ଅତି ପ୍ରାଚୀନକାଳରୁ ଈଶ୍ୱର ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା କହିଅଛନ୍ତି, ସେହି ସମୟ ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ୱର୍ଗରେ ଗୃହୀତ ହେବାକୁ ହେବ । Viz kapitolaପବିତ୍ର ବାଇବଲ (Re-edited) - (BSI)21 ସମସ୍ତ ବିଷୟ ପୁନଃସ୍ଥାପନର ଯେଉଁ ସମୟର କଥା ଅତି ପ୍ରାଚୀନ କାଳରୁ ଈଶ୍ଵର ଆପଣା ପବିତ୍ର ଭାବବାଦୀ-ମାନଙ୍କ ମୁଖ ଦ୍ଵାରା କହିଅଛନ୍ତି, ସେହି ସମୟ ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ଵର୍ଗରେ ଗୃହୀତ ହେବାକୁ ହେବ। Viz kapitolaପବିତ୍ର ବାଇବଲ (CL) NT (BSI)21 ପୁରାକାଳର ଧାର୍ମିକ ଭାବବାଦୀମାନଙ୍କ ଦ୍ୱାରା ଈଶ୍ୱରଙ୍କ ଘୋଷଣାନୁସାରେ ସମସ୍ତ ବିଷୟର ନବୀକରଣ ହେବା ପର୍ଯ୍ୟନ୍ତ ସେ ସ୍ୱର୍ଗରେ ଅବସ୍ଥାନ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସମସ୍ତ ବିଷୟ ପୁନଃସ୍ଥାପନର ଯେଉଁ ସମୟର କଥା ଅତି ପ୍ରାଚୀନକାଳରୁ ଈଶ୍ବର ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା କହିଅଛନ୍ତି, ସେହି ସମୟ ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ୱର୍ଗରେ ଗୃହୀତ ହେବାକୁ ହେବ। Viz kapitolaପବିତ୍ର ବାଇବଲ21 “ପୁନର୍ବାର ସମସ୍ତ କାର୍ଯ୍ୟ ସୁସମ୍ପନ୍ନ ହେବା ପର୍ଯ୍ୟନ୍ତ ଯୀଶୁଙ୍କୁ ସ୍ୱର୍ଗରେ ରହିବାକୁ ପଡ଼ିବ। ଏହି ସମସ୍ତ ବିଷୟରେ ପରମେଶ୍ୱର ବହୁତ ଆଗରୁ ଭାବବଦୀମାନଙ୍କ ମାଧ୍ୟମରେ କହିଛନ୍ତି। Viz kapitola |