Online Bible

- Reklamy -




ପ୍ରେରିତ 3:22 - ଓଡିଆ ବାଇବେଲ

22 ମୋଶା ତ କହିଥିଲେ, ପ୍ରଭୁ ଈଶ୍ୱର ତୁମ୍ଭମାନଙ୍କର ଭାଇମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କୁ ଉତ୍ପନ୍ନ କରିବେ; ଯେଉଁ ଯେଉଁ ବିଷୟରେ ସେ ତୁମ୍ଭମାନଙ୍କୁ କହିବେ, ସେହି ସବୁ ବିଷୟରେ ତୁମ୍ଭେମାନେ ତାହାଙ୍କ କଥା ଶୁଣିବ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ମୋଶା ତ କହିଥିଲେ, ପ୍ରଭୁ ଈଶ୍ଵର ତୁମ୍ଭମାନଙ୍କର ଭ୍ରାତୃଗଣ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କି ଉତ୍ପନ୍ନ କରିବେ; ଯେଉଁ ଯେଉଁ ବିଷୟରେ ସେ ତୁମ୍ଭମାନଙ୍କୁ କହିବେ, ସେହିସବୁ ବିଷୟରେ ତୁମ୍ଭେମାନେ ତାହାଙ୍କ କଥା ଶୁଣିବ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

22 ଏ ସମ୍ପର୍କରେ ମୋଶା କହିଥିଲେ, “ତୁମ ପ୍ରଭୁ ଈଶ୍ୱର ତୁମ୍ଭମାନଙ୍କ ନିକଟକୁ ମୋ’ ପରି ଜଣେ ଭାବବାଦୀଙ୍କୁ ପଠାଇବେ। ସେ ତୁମ ନିଜ ଲୋକମାନଙ୍କ ମଧ୍ୟରୁ ଜଣେ ହେବେ। ସେ ତୁମ୍ଭମାନଙ୍କୁ ଯାହା କହିବେ, ସେହି ସମସ୍ତ ବିଷୟ ତୁମ୍ଭେମାନେ ପାଳନ କରିବା ଉଚିତ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ମୋଶା ତ କହିଥିଲେ, ପ୍ରଭୁ ଈଶ୍ବର ତୁମ୍ଭମାନଙ୍କର ଭାଇମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କୁ ଉତ୍ପନ୍ନ କରିବେ; ଯେଉଁ ଯେଉଁ ବିଷୟରେ ସେ ତୁମ୍ଭମାନଙ୍କୁ କହିବେ, ସେହିସବୁ ବିଷୟରେ ତୁମ୍ଭେମାନେ ତାହାଙ୍କ କଥା ଶୁଣିବ।

Viz kapitola kopírovat

ପବିତ୍ର ବାଇବଲ

22 ମୋଶା କହିଛନ୍ତି, ‘ପରମେଶ୍ୱର ତୁମ୍ଭମାନଙ୍କ ପାଇଁ ଜଣେ ଭାବବାଦୀ ଦେବେ। ସେହି ଭାବବାଦୀ ତୁମ୍ଭମାନଙ୍କ ମଧ୍ୟରୁ ଆସିବେ। ସେ ମୋ’ ପରି ହେବେ। ସେ ଯାହା କହିବେ, ତାହା ତୁମ୍ଭମାନଙ୍କୁ ମାନିବାକୁ ପଡ଼ିବ।

Viz kapitola kopírovat




ପ୍ରେରିତ 3:22

Následuj nás:

Reklamy


Reklamy