ପ୍ରେରିତ 3:23 - ଓଡିଆ ବାଇବେଲ23 କିନ୍ତୁ ଏପରି ଘଟିବ ଯେ, ଯେଉଁ ପ୍ରାଣୀ ସେହି ଭାବବାଦୀଙ୍କର କଥା ଶୁଣିବ ନାହିଁ, ସେ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ । Viz kapitolaପବିତ୍ର ବାଇବଲ (Re-edited) - (BSI)23 କିନ୍ତୁ ଏପରି ଘଟିବ ଯେ, ଯେଉଁ ପ୍ରାଣୀ ସେହି ଭାବବାଦୀଙ୍କର କଥା ଶୁଣିବ ନାହିଁ, ସେ ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। Viz kapitolaପବିତ୍ର ବାଇବଲ (CL) NT (BSI)23 ଯେ କେହି ସେହି ଭାବବାଦୀଙ୍କ ବାକ୍ୟ ପାଳନ ନ କରେ, ତାକୁ ଈଶ୍ୱରଙ୍କ ଲୋକମାନଙ୍କଠାରୁ ପୃଥକ୍ କରି ବିନଷ୍ଟ କରାଯିବ।’’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 କିନ୍ତୁ ଏପରି ଘଟିବ ଯେ, ଯେଉଁ ପ୍ରାଣୀ ସେହି ଭାବବାଦୀଙ୍କର କଥା ଶୁଣିବ ନାହିଁ, ସେ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ। Viz kapitolaପବିତ୍ର ବାଇବଲ23 ଯେଉଁ ଲୋକ ତାହାଙ୍କ କଥାର ବାଧ୍ୟ ହେବ ନାହିଁ ତା'ର ମୃତ୍ୟୁ ଘଟିବ ଓ ପରମେଶ୍ୱରଙ୍କ ଲୋକମାନଙ୍କ ମଧ୍ୟରୁ ସେ ବିଚ୍ଛିନ୍ନ କରି ଦିଆଯିବ।’ Viz kapitola |