ପ୍ରେରିତ 3:6 - ଓଡିଆ ବାଇବେଲ6 କିନ୍ତୁ ପିତର କହିଲେ, "ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁଖ୍ରୀଷ୍ଟଙ୍କ ନାମରେ ଚାଲ ।" Viz kapitolaପବିତ୍ର ବାଇବଲ (Re-edited) - (BSI)6 କିନ୍ତୁ ପିତର କହିଲେ, ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଚାଲ। Viz kapitolaପବିତ୍ର ବାଇବଲ (CL) NT (BSI)6 କିନ୍ତୁ ପିତର ତାକୁ କହିଲେ, “ମୋ’ ପାଖରେ ସୁନା କି ରୂପା ନାହିଁ, କିନ୍ତୁ ଯାହା ଅଛି, ମୁଁ ତୋତେ ଦେଉଛି: ନାଜରିତୀୟ ଯୀଶୁଙ୍କ ନାମରେ ମୁଁ ଆଦେଶ ଦେଉଛି, ଉଠି ଚାଲ!” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କିନ୍ତୁ ପିତର କହିଲେ, ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଚାଲ। Viz kapitolaପବିତ୍ର ବାଇବଲ6 କିନ୍ତୁ ପିତର କହିଲେ, “ମୋ’ ପାଖରେ ସୁନା ବା ରୂପା ନାହିଁ, କିନ୍ତୁ ଯାହା ଅଛି ତାହା ମୁଁ ତୁମ୍ଭକୁ ଦେଉଛି। ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଉଠି ଗ୍ଭଲ।” Viz kapitola |