ପ୍ରେରିତ 4:12 - ଓଡିଆ ବାଇବେଲ12 ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)12 ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ଵାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)12 କେବଳ ତାଙ୍କ ଦ୍ୱାରା ପରିତ୍ରାଣ ସମ୍ଭବ ହୋଇଛି। ସମଗ୍ର ବିଶ୍ୱ ଜଗତରେ ଥିବା ଅନ୍ୟ କୌଣସି ନାମ ଦ୍ୱାରା ମନୁଷ୍ୟ ପରିତ୍ରାଣ ପାଇପାରିବେ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ।” Viz kapitolaପବିତ୍ର ବାଇବଲ12 ତାହାଙ୍କ ବ୍ୟତୀତ ଅନ୍ୟ କାହା ପାଖରେ ଉଦ୍ଧାର ନାହିଁ, କାରଣ ଏହି ଆକାଶ ତଳେ ଦିଆଯାଇଥିବା ଅନ୍ୟ କୌଣସି ନାମ ନାହିଁ ଯାହାଦ୍ୱାରା କି ଆମ୍ଭେ ଉଦ୍ଧାର ପାଇ ପାରିବା।” Viz kapitola |