ପ୍ରେରିତ 4:29 - ଓଡିଆ ବାଇବେଲ29 ଆଉ ଏବେ, ହେ ପ୍ରଭୁ, ସେମାନଙ୍କ ତର୍ଜନଗର୍ଜନ ପ୍ରତି ଦୃଷ୍ଟିପାତ କର; ପୁଣି, ତୁମ୍ଭର ଦାସମାନଙ୍କୁୁ ପୂର୍ଣ୍ଣ ସାହସ ସହ ତୁମ୍ଭର ବାକ୍ୟ କହିବାକୁ ଶକ୍ତି ଦିଅ, Viz kapitolaପବିତ୍ର ବାଇବଲ (Re-edited) - (BSI)29 ଆଉ ଏବେ, ହେ ପ୍ରଭୁ, ସେମାନଙ୍କ ତର୍ଜନଗର୍ଜନ ପ୍ରତି ଦୃଷ୍ଟିପାତ କର; ପୁଣି, ତୁମ୍ଭର ଦାସମାନଙ୍କୁ ପୂର୍ଣ୍ଣ ସାହସ ସହ ତୁମ୍ଭର ବାକ୍ୟ କହିବାକୁ ଶକ୍ତି ଦିଅ, Viz kapitolaପବିତ୍ର ବାଇବଲ (CL) NT (BSI)29 ପ୍ରଭୁ, ବର୍ତ୍ତମାନ ସେମାନେ ଆମକୁ ଯେଉଁ ଧମକ ଦେଇଛନ୍ତି, ତୁମେ ସେ’ ବିଷୟରେ ମନୋଯୋଗ କର ଓ ନିର୍ଭୀକଭାବେ ତୁମର ବାର୍ତ୍ତା ପ୍ରଚାର କରିବା ପାଇଁ, ତୁମର ଏହି ଦାସମାନଙ୍କୁ ସମର୍ଥ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଆଉ ଏବେ, ହେ ପ୍ରଭୁ, ସେମାନଙ୍କ ତର୍ଜନଗର୍ଜନ ପ୍ରତି ଦୃଷ୍ଟିପାତ କର; ପୁଣି, ତୁମ୍ଭର ଦାସମାନଙ୍କୁ ପୂର୍ଣ୍ଣ ସାହସ ସହ ତୁମ୍ଭର ବାକ୍ୟ କହିବାକୁ ଶକ୍ତି ଦିଅ, Viz kapitolaପବିତ୍ର ବାଇବଲ29 ହେ ପ୍ରଭୁ, ବର୍ତ୍ତମାନ ସେମାନେ କ’ଣ କହୁଅଛନ୍ତି, ତାହା ଶୁଣ। ସେମାନେ ଆମ୍ଭମାନଙ୍କୁ ଭୟ ଦେଖାଉଛନ୍ତି। ପ୍ରଭୁ, ଆମ୍ଭେମାନେ ତୁମ୍ଭର ସେବକ ଅଟୁ, ତେଣୁ ତୁମ୍ଭେ ଯାହା ଗ୍ଭହଁ, ତାହା ନିର୍ଭୟରେ କହିବା ପାଇଁ ଆମ୍ଭକୁ ସାହାଯ୍ୟ କର। Viz kapitola |