ପ୍ରେରିତ 5:29 - ଓଡିଆ ବାଇବେଲ29 କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ , ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଈଶ୍ୱରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ । Viz kapitolaପବିତ୍ର ବାଇବଲ (Re-edited) - (BSI)29 କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, ମନୁଷ୍ୟମାନଙ୍କ ଆଜ୍ଞା ଅପେକ୍ଷା ବରଂ ଈଶ୍ଵରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ। Viz kapitolaପବିତ୍ର ବାଇବଲ (CL) NT (BSI)29 ପିତର ଓ ଅନ୍ୟ ଶିଷ୍ୟମାନେ ଉତ୍ତର ଦେଲେ, “ଆମେ ଈଶ୍ୱରଙ୍କୁ ମାନିବୁ, ମନୁଷ୍ୟକୁ ନୁହେଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଈଶ୍ବରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ। Viz kapitolaପବିତ୍ର ବାଇବଲ29 ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, “ଆମ୍ଭେମାନେ ମନୁଷ୍ୟମାନଙ୍କ ଆଜ୍ଞା ଅପେକ୍ଷା ପରମେଶ୍ୱରଙ୍କ ଆଜ୍ଞା ନିଶ୍ଚୟ ମାନିବୁ। Viz kapitola |