ପ୍ରେରିତ 5:3 - ଓଡିଆ ବାଇବେଲ3 ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛନ୍ତି ? Viz kapitolaପବିତ୍ର ବାଇବଲ (Re-edited) - (BSI)3 ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛି? Viz kapitolaପବିତ୍ର ବାଇବଲ (CL) NT (BSI)3 ପିତର ତାକୁ କହିଲେ, “ହନନୀୟ, ତୁମେ କାହିଁକି ଶୟତାନର ବଶୀଭୂତ ହୋଇ ଜମି ବିକ୍ରୀ କରି ପାଇଥିବା ଟଙ୍କାର କିଛି ପରିମାଣ ନିଜ ପାଇଁ ରଖି ପବିତ୍ରଆତ୍ମାଙ୍କ ସମ୍ମୁଖରେ ମିଥ୍ୟା କହିଲ? ସମ୍ପତ୍ତି ବିକ୍ରୟ କରିବା ପୂର୍ବରୁ ତାହା ତୁମର ଥିଲା; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛି? Viz kapitolaପବିତ୍ର ବାଇବଲ3 ଏହା ଦେଖି ପିତର କହିଲେ, “ହେ ହନନିୟ, ତୁମ୍ଭେ କାହିଁକି ଶୟତାନକୁ ତୁମ୍ଭ ହୃଦୟକୁ ନିୟନ୍ତ୍ରଣ କରିବାକୁ ଦେଲ? ତୁମ୍ଭେ ମିଛ କହିଲ, ପବିତ୍ରଆତ୍ମାକୁ ଠକିବାକୁ ଚେଷ୍ଟା କଲ; ତୁମ୍ଭେ ସମ୍ପତ୍ତି ବିକ୍ରୀ କଲ, କିନ୍ତୁ କାହିଁକି ସେହି ଟଙ୍କାର କିଛି ଅଂଶ ନିଜ ପାଇଁ ଲୁଗ୍ଭଇ ରଖିଲ। Viz kapitola |