ପ୍ରେରିତ 5:30 - ଓଡିଆ ବାଇବେଲ30 ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ଟଙ୍ଗାଇ ବଧ କରିଥିଲେ, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱର ତାହାଙ୍କୁ ଉଠାଇଅଛନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)30 ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ଟଙ୍ଗାଇ ବଧ କରିଥିଲେ, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ଵର ତାହାଙ୍କୁ ଉଠାଇଅଛନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)30 ତୁମ୍ଭେମାନେ ଯୀଶୁଙ୍କୁ କ୍ରୁଶରେ କଣ୍ଟକବିଦ୍ଧ କରି ମାରି ଦେବା ପରେ, ଆମ ପୂର୍ବପୁରୁଷମାନଙ୍କର ଈଶ୍ୱର, ଯୀଶୁଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ଟଙ୍ଗାଇ ବଧ କରିଥିଲେ, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବର ତାହାଙ୍କୁ ଉଠାଇଅଛନ୍ତି। Viz kapitolaପବିତ୍ର ବାଇବଲ30 ତୁମ୍ଭେମାନେ ଯେଉଁ ଯୀଶୁଙ୍କୁ କ୍ରୁଶରେ ଝୁଲେଇ ହତ୍ୟା କରିଛ ତାହାଙ୍କୁ ଆମ୍ଭ ପିତୃପୁରୁଷମାନଙ୍କର ପରମେଶ୍ୱର ମୃତ୍ୟୁରୁ ଉଠାଇଛନ୍ତି। Viz kapitola |