ପ୍ରେରିତ 5:33 - ଓଡିଆ ବାଇବେଲ33 ଏହି କଥା ଶୁଣି ସେମାନେ ଅତିଶୟ ରାଗିଗଲେ ଓ ସେମାନଙ୍କୁ ବଧ କରିବା ନିମନ୍ତେ ସ୍ଥିର କଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)33 ଏହି କଥା ଶୁଣି ସେମାନେ ମର୍ମାହତ ହେଲେ ଓ ସେମାନଙ୍କୁ ବଧ କରିବା ନିମନ୍ତେ ମନ୍ତ୍ରଣା କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (CL) NT (BSI)33 ମହାସଭାର ସଦସ୍ୟମାନେ ଏହି କଥା ଶୁଣି ଏତେ ଉତ୍ତ୍ୟକ୍ତ ହେଲେ ଯେ, ସେମାନେ ଶିଷ୍ୟମାନଙ୍କୁ ମାରିଦେବା ପାଇଁ ଚାହିଁଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଏହି କଥା ଶୁଣି ସେମାନେ ଅତିଶୟ ରାଗିଗଲେ ଓ ସେମାନଙ୍କୁ ବଧ କରିବା ନିମନ୍ତେ ସ୍ଥିର କଲେ। Viz kapitolaପବିତ୍ର ବାଇବଲ33 ଯିହୂଦୀୟ ନେତାମାନେ ଏ କଥା ଶୁଣି ଭୀଷଣ ରାଗିଗଲେ ଓ ପ୍ରେରିତମାନଙ୍କୁ ହତ୍ୟା କରିବା ପାଇଁ ଯୋଜନା କଲେ। Viz kapitola |