ପ୍ରେରିତ 5:4 - ଓଡିଆ ବାଇବେଲ4 ବିକ୍ରୟ ନ ହେବା ପୂର୍ବେ ତାହା କ'ଣ ତୁମ୍ଭ ନିଜର ହୋଇ ରହି ନ ଥିଲା ? ଆଉ, ବିକ୍ରୟ ହେବା ଉତ୍ତାରେ ସେଥିର ମୂୂଲ୍ୟ କି ତୁମ୍ଭ ନିଜ ଅଧିକାରରେ ନ ଥିଲା ? ତେବେ ତୁମ୍ଭେ କିପରି ଆପଣା ହୃଦୟରେ ଏହି ବିଷୟ ଭାବିଲ ? ତୁମ୍ଭେ ଯେ ମନୁଷ୍ୟ ନିକଟରେ ମିଥ୍ୟା କହିଲ, ତାହା ନୁହେଁଁ, ମାତ୍ର ଈଶ୍ୱରଙ୍କ ନିକଟରେ ମିଥ୍ୟା କହିଲ । Viz kapitolaପବିତ୍ର ବାଇବଲ (Re-edited) - (BSI)4 ବିକ୍ରୟ ନ ହେବା ପୂର୍ବେ ତାହା କʼଣ ତୁମ୍ଭ ନିଜର ହୋଇ ରହି ନ ଥିଲା? ଆଉ, ବିକ୍ରୟ ହେବା ଉତ୍ତାରେ ସେଥିର ମୂଲ୍ୟ କି ତୁମ୍ଭ ନିଜ ଅଧିକାରରେ ନ ଥିଲା? ତେବେ ତୁମ୍ଭେ କିପରି ଆପଣା ହୃଦୟରେ ଏହି ବିଷୟ ଭାବିଲ? ତୁମ୍ଭେ ଯେ ମନୁଷ୍ୟ ନିକଟରେ ମିଥ୍ୟା କହିଲ, ତାହା ନୁହେଁ, ମାତ୍ର ଈଶ୍ଵରଙ୍କ ନିକଟରେ ମିଥ୍ୟା କହିଲ। Viz kapitolaପବିତ୍ର ବାଇବଲ (CL) NT (BSI)4 ବିକ୍ରୀ କରିବା ପରେ ମଧ୍ୟ ତାହା କ’ଣ ତୁମର ନ ଥିଲା? ତେବେ ତୁମେ କାହିଁକି ଏପ୍ରକାର କାର୍ଯ୍ୟ କରିବାକୁ ସ୍ଥିର କଲ? ତୁମେ ଲୋକମାନଙ୍କୁ ପ୍ରତାରଣା କରି ନାହଁ, ମାତ୍ର ଈଶ୍ୱରଙ୍କ ନିକଟରେ ମିଥ୍ୟା କହିଛ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ବିକ୍ରୟ ହେବା ପୂର୍ବେ ତାହା କଅଣ ତୁମ୍ଭ ନିଜର ହୋଇ ରହି ନ ଥିଲା? ଆଉ, ବିକ୍ରୟ ହେବା ଉତ୍ତାରେ ସେଥିର ମୂଲ୍ୟ କି ତୁମ୍ଭ ନିଜ ଅଧିକାରରେ ନ ଥିଲା? ତେବେ ତୁମ୍ଭେ କିପରି ଆପଣା ହୃଦୟରେ ଏହି ବିଷୟ ଭାବିଲ? ତୁମ୍ଭେ ଯେ ମନୁଷ୍ୟ ନିକଟରେ ମିଥ୍ୟା କହିଲ, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ନିକଟରେ ମିଥ୍ୟା କହିଲ। Viz kapitolaପବିତ୍ର ବାଇବଲ4 ସେ ସମ୍ପତ୍ତି କ’ଣ ବିକ୍ରୀ ପୂର୍ବରୁ ତୁମ୍ଭର ନ ଥିଲା? ବିକ୍ରୀ ପରେ ସେ ସମ୍ପତ୍ତିର ମୂଲ୍ୟ କ’ଣ ତୁମ୍ଭ ଅଧିକାରରେ ନ ଥିଲା? ତେବେ ତୁମ୍ଭେ ମନ ଭିତରେ ଏପରି ଖରାପ କଥା କାହିଁକି ଭାବିଲ? ଏହା ଦ୍ୱାରା ତୁମ୍ଭେ ମନୁଷ୍ୟମାନଙ୍କ ଆଗରେ ମିଥ୍ୟା କହିଲ ନାହିଁ ବରଂ ତୁମ୍ଭେ ପରମେଶ୍ୱରଙ୍କୁ ମିଥ୍ୟା କହିଲ।” Viz kapitola |