ପ୍ରେରିତ 5:41 - ଓଡିଆ ବାଇବେଲ41 ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ; Viz kapitolaପବିତ୍ର ବାଇବଲ (Re-edited) - (BSI)41 ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ; Viz kapitolaପବିତ୍ର ବାଇବଲ (CL) NT (BSI)41 ପ୍ରେରିତ ଶିଷ୍ୟମାନେ ଆନନ୍ଦରେ ମହାସଭାରୁ ପ୍ରସ୍ଥାନ କଲେ, କାରଣ ଈଶ୍ୱରଙ୍କ ଦୃଷ୍ଟିରେ ସେମାନେ ଯୀଶୁଙ୍କ ନିମନ୍ତେ ଅପମାନ ଭୋଗ କରିବାକୁ ଯୋଗ୍ୟ ବିବେଚିତ ହୋଇଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ; Viz kapitolaପବିତ୍ର ବାଇବଲ41 ପ୍ରେରିତମାନେ ମହାସଭା ଛାଡ଼ି ଗ୍ଭଲିଗଲେ। ସେମାନେ ଖୁସୀ ହେଲେ ଯେ, ସେମାନଙ୍କୁ ଯୀଶୁଙ୍କ ନାମରେ ଅପମାନ ସହିବାକୁ ଯୋଗ୍ୟ ବିବେଚିତ କରାଯାଇଛି। Viz kapitola |