Online Bible

- Reklamy -




ପ୍ରେରିତ 5:7 - ଓଡିଆ ବାଇବେଲ

7 ପ୍ରାୟ ତିନି ଘଣ୍ଟା ପରେ ତାହାର ଭାର୍ଯ୍ୟା ଆସିଲା, କିନ୍ତୁ କ'ଣ ଘଟିଅଛି, ତାହା ସେ ଜାଣି ନ ଥିଲା ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ପ୍ରାୟ ତିନି ଘଣ୍ଟା ପରେ ତାହାର ଭାର୍ଯ୍ୟା ଆସିଲା, କିନ୍ତୁ କʼଣ ଘଟିଅଛି, ତାହା ସେ ଜାଣି ନ ଥିଲା।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

7 ପ୍ରାୟ ତିନି ଘଣ୍ଟା ପରେ ହନନୀୟର ସ୍ତ୍ରୀ ଆସି ପହଞ୍ଚିଲା। ସେ ଏ ଘଟଣା ବିଷୟ ଜାଣି ନ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପ୍ରାୟ ତିନି ଘଣ୍ଟା ପରେ ତାହାର ଭାର୍ଯ୍ୟା ଆସିଲା, କିନ୍ତୁ କଅଣ ଘଟିଅଛି, ତାହା ସେ ଜାଣି ନ ଥିଲା।

Viz kapitola kopírovat

ପବିତ୍ର ବାଇବଲ

7 ପ୍ରାୟ ତିନିଘଣ୍ଟା ବିତିଗଲା ପରେ ତା’ ସ୍ତ୍ରୀ ଶଫୀରା ସେଠାରେ ପହଞ୍ଚିଲା। ସେ ଏହି ଘଟଣା ବିଷୟରେ କିଛି ମଧ୍ୟ ଜାଣି ନ ଥିଲା।

Viz kapitola kopírovat




ପ୍ରେରିତ 5:7

Následuj nás:

Reklamy


Reklamy