ପ୍ରେରିତ 6:14 - ଓଡିଆ ବାଇବେଲ14 କାରଣ ନାଜରିତୀୟ ସେହି ଯୀଶୁ ଏହି ସ୍ଥାନ ଧ୍ୱଂସ କରିବେ, ଆଉ ମୋଶା ଆମ୍ଭମାନଙ୍କୁ ଯେଉଁ ଯେଉଁ ରୀତିନୀତି ଦେଇଅଛନ୍ତି, ସେହି ସବୁ ପରିବର୍ତ୍ତନ କରିବେ ବୋଲି ସେ କହୁଥିବା ଆମ୍ଭେମାନେ ଶୁଣିଅଛୁ । Viz kapitolaପବିତ୍ର ବାଇବଲ (Re-edited) - (BSI)14 କାରଣ ନାଜରିତୀୟ ସେହି ଯୀଶୁ ଏହି ସ୍ଥାନ ଧ୍ଵଂସ କରିବେ, ଆଉ ମୋଶା ଆମ୍ଭମାନଙ୍କୁ ଯେଉଁ ଯେଉଁ ରୀତିନୀତି ଦେଇଅଛନ୍ତି, ସେହିସବୁ ପରିବର୍ତ୍ତନ କରିବେ ବୋଲି ସେ କହୁଥିବା ଆମ୍ଭେମାନେ ଶୁଣିଅଛୁ। Viz kapitolaପବିତ୍ର ବାଇବଲ (CL) NT (BSI)14 ନାଜରିତର ଯୀଶୁ ମନ୍ଦିରକୁ ଭାଙ୍ଗି ପକାଇବେ ଓ ମୋଶାଙ୍କଠାରୁ ଆମ୍ଭେମାନେ ପାଇଥିବା ସମସ୍ତ ବିଧିବିଧାନ ପରିବର୍ତ୍ତନ କରିବେ ବୋଲି ଏହି ଲୋକ କହୁଥିବାର ଆମ୍ଭେମାନେ ଶୁଣିଛୁ!” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କାରଣ ନାଜରିତୀୟ ସେହି ଯୀଶୁ ଏହି ସ୍ଥାନ ଧ୍ୱଂସ କରିବେ, ଆଉ ମୋଶା ଆମ୍ଭମାନଙ୍କୁ ଯେଉଁ ଯେଉଁ ରୀତିନୀତି ଦେଇଅଛନ୍ତି, ସେହିସବୁ ପରିବର୍ତ୍ତନ କରିବେ ବୋଲି ସେ କହୁଥିବା ଆମ୍ଭେମାନେ ଶୁଣିଅଛୁ। Viz kapitolaପବିତ୍ର ବାଇବଲ14 ଆମ୍ଭେମାନେ ତାହାକୁ କହିବାର ଶୁଣିଛୁ ଯେ ନାଜରିତୀୟ ଯୀଶୁ ଏହି ସ୍ଥାନକୁ ନଷ୍ଟ କରିଦେବେ ଓ ମୋଶା ଆମ୍ଭକୁ ଦେଇଥିବା ବ୍ୟବସ୍ଥା ପରିବର୍ତ୍ତନ କରିଦେବେ।” Viz kapitola |