ପ୍ରେରିତ 6:6 - ଓଡିଆ ବାଇବେଲ6 ପ୍ରେରିତମାନଙ୍କ ସମ୍ମୁଖରେ ଉପସ୍ଥିତ କଲେ, ଆଉ ସେମାନେ ପ୍ରାର୍ଥନା କରି ସେମାନଙ୍କ ମସ୍ତକ ଉପରେ ହାତ ରଖି ସମର୍ପଣ କଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)6 ପ୍ରେରିତମାନଙ୍କ ସମ୍ମୁଖରେ ଉପସ୍ଥିତ କଲେ, ଆଉ ସେମାନେ ପ୍ରାର୍ଥନା କରି ସେମାନଙ୍କ ଉପରେ ହସ୍ତାର୍ପଣ କଲେ। Viz kapitolaପବିତ୍ର ବାଇବଲ (CL) NT (BSI)6 ପ୍ରେରିତ ଶିଷ୍ୟମାନେ ଏହି ସାତଜଣଙ୍କ ପାଇଁ ପ୍ରାର୍ଥନା କରି ସେମାନଙ୍କ ଉପରେ ହସ୍ତାର୍ପଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପ୍ରେରିତମାନଙ୍କ ସମ୍ମୁଖରେ ଉପସ୍ଥିତ କଲେ, ଆଉ ସେମାନେ ପ୍ରାର୍ଥନା କରି ସେମାନଙ୍କ ମସ୍ତକ ଉପରେ ହାତ ରଖି ସମର୍ପଣ କଲେ। Viz kapitolaପବିତ୍ର ବାଇବଲ6 ସେମାନେ ଏହି ଲୋକମାନଙ୍କୁ ପ୍ରେରିତମାନଙ୍କ ପାଖରେ ଉପସ୍ଥିତ କରାଇଲେ। ପ୍ରେରିତମାନେ ପ୍ରାର୍ଥନା କରି ସେମାନଙ୍କ ଉପରେ ହାତ ରଖିଲେ। Viz kapitola |