Online Bible

- Reklamy -




ପ୍ରେରିତ 7:24 - ଓଡିଆ ବାଇବେଲ

24 ସେତେବେଳେ ଜଣକ ପ୍ରତି ଅନ୍ୟାୟ କରାଯାଉଥିବା ଦେଖି ସେ ତାହାର ସପକ୍ଷ ହେଲେ ଓ ସେହି ମିସରୀୟଲୋକକୁ ବଧ କରି ଅତ୍ୟାଚାରିତ ହେଉଥିବା ଲୋକ ପ୍ରତି ଅନ୍ୟାୟର ପ୍ରତିକାର କଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ସେତେବେଳେ ଜଣକ ପ୍ରତି ଅନ୍ୟାୟ କରାଯାଉଥିବା ଦେଖି, ସେ ତାʼର ସପକ୍ଷ ହେଲେ ଓ ସେହି ମିସରୀୟ ଲୋକକୁ ବଧ କରି ଉପଦ୍ରବ ପାଉଥିବା ଲୋକ ପ୍ରତି ଅନ୍ୟାୟର ପ୍ରତିକାର କଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

24 ସେମାନଙ୍କ ମଧ୍ୟରୁ ଜଣକ ପ୍ରତି, ଜଣେ ମିସରୀୟ ର୍ଦୁବ୍ୟବହାର କରୁଥିବା ଦେଖି, ମୋଶା ତାକୁ ରକ୍ଷା କରିବା ପାଇଁ ମିସରୀୟଜଣକ ପ୍ରତି ପ୍ରତିଶୋଧ ନେଇ ତାକୁ ହତ୍ୟା କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ସେତେବେଳେ ଜଣକ ପ୍ରତି ଅନ୍ୟାୟ କରାଯାଉଥିବା ଦେଖି ସେ ତାହାର ସପକ୍ଷ ହେଲେ ଓ ସେହି ମିସରୀୟ ଲୋକକୁ ବଧ କରି ଅତ୍ୟାଚାରିତ ହେଉଥିବା ଲୋକ ପ୍ରତି ଅନ୍ୟାୟର ପ୍ରତିକାର କଲେ।

Viz kapitola kopírovat

ପବିତ୍ର ବାଇବଲ

24 ମୋଶା ସେଠାରେ ଜଣେ ମିଶରୀୟ, ଜଣେ ଯିହୂଦୀ ସହିତ ଅନ୍ୟାୟ କରୁଥିବାର ଦେଖିଲେ। ତେଣୁ ସେ ଯିହୂଦୀୟ ଜଣଙ୍କୁ ରକ୍ଷା କରିବାକୁ ଯାଇ ମିଶରୀୟକୁ ଦଣ୍ଡ ଦେଲେ। ସେ ତାହାକୁ ଏପରି ଆଘାତ କଲେ ଯେ, ମିଶରୀୟ ଜଣକ ସେହିଠାରେ ମରିଗଲା।

Viz kapitola kopírovat




ପ୍ରେରିତ 7:24

Následuj nás:

Reklamy


Reklamy