ପ୍ରେରିତ 7:25 - ଓଡିଆ ବାଇବେଲ25 ତାହାଙ୍କ ହସ୍ତ ଦ୍ୱାରା ଈଶ୍ୱର ଯେ ତାହାଙ୍କ ଭାଇମାନଙ୍କୁ ଉଦ୍ଧାର କରୁଅଛନ୍ତି,ଏହା ସେମାନେ ବୁଝିବେ ବୋଲି ସେ ମନେ କରିଥିଲେ, କିନ୍ତୁ ସେମାନେ ବୁଝିଲେ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)25 ତାଙ୍କ ହସ୍ତ ଦ୍ଵାରା ଈଶ୍ଵର ଯେ ତାଙ୍କ ଭାଇମାନଙ୍କୁ ଉଦ୍ଧାର କରୁଅଛନ୍ତି, ଏହା ସେମାନେ ବୁଝିବେ ବୋଲି ସେ ମନେ କରିଥିଲେ, କିନ୍ତୁ ସେମାନେ ବୁଝିଲେ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)25 (ସେ ଭାବିଥିଲେ, ତାଙ୍କର ନିଜ ଲୋକମାନେ ହୃଦୟଙ୍ଗମ କରିବେ ଯେ, ସେମାନଙ୍କୁ ମୁକ୍ତ କରିବା ପାଇଁ ଈଶ୍ୱର ତାଙ୍କୁ ବ୍ୟବହାର କରୁଛନ୍ତି; କିନ୍ତୁ ସେମାନେ ତାହା ବୁଝିଲେ ନାହିଁ।) Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତାହାଙ୍କ ହସ୍ତ ଦ୍ୱାରା ଈଶ୍ବର ଯେ ତାହାଙ୍କ ଭାଇମାନଙ୍କୁ ଉଦ୍ଧାର କରୁଅଛନ୍ତି, ଏହା ସେମାନେ ବୁଝିବେ ବୋଲି ସେ ମନେ କରିଥିଲେ, କିନ୍ତୁ ସେମାନେ ବୁଝିଲେ ନାହିଁ। Viz kapitolaପବିତ୍ର ବାଇବଲ25 ମୋଶା ଭାବିଲେ ଯେ, ପରମେଶ୍ୱର ସେମାନଙ୍କର ମୁକ୍ତି ପାଇଁ ତାହାଙ୍କୁ ଏହି କାର୍ଯ୍ୟରେ ଲଗାଇ ଅଛନ୍ତି, ତାହା ତାହାଙ୍କ ଯିହୂଦୀୟ ଭାଇମାନେ ବୁଝିବେ, ମାତ୍ର ସେମାନେ ତାହା ବୁଝିଲେ ନାହିଁ। Viz kapitola |