ପ୍ରେରିତ 7:29 - ଓଡିଆ ବାଇବେଲ29 ଏହି କଥା ଶୁଣି ମୋଶା ପଳାଇଯାଇ ମିଦୀୟନ ଦେଶରେ ପ୍ରବାସୀ ହେଲେ; ସେଠାରେ ତାହାଙ୍କର ଦୁଇ ପୁତ୍ର ଜନ୍ମ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଏହି କଥା ଶୁଣି ମୋଶା ପଳାଇଯାଇ ମିଦୀୟନ ଦେଶରେ ପ୍ରବାସୀ ହେଲେ; ସେଠାରେ ତାଙ୍କର ଦୁଇ ପୁତ୍ର ଜନ୍ମ ହେଲେ। Viz kapitolaପବିତ୍ର ବାଇବଲ (CL) NT (BSI)29 ମୋଶା ଏହା ଶୁଣି ମିସରରୁ ପଳାଇଗଲେ ଓ ମିଦିୟୋନରେ ବାସ କଲେ। ସେଠାରେ ତାଙ୍କର ଦୁଇ ପୁତ୍ର ଜନ୍ମ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଏହି କଥା ଶୁଣି ମୋଶା ପଳାଇଯାଇ ମିଦୀୟନ ଦେଶରେ ପ୍ରବାସୀ ହେଲେ; ସେଠାରେ ତାହାଙ୍କର ଦୁଇ ପୁତ୍ର ଜନ୍ମ ହେଲେ। Viz kapitolaପବିତ୍ର ବାଇବଲ29 ମୋଶା ଏହା ଶୁଣି ଅତିଶୀଘ୍ର ମିଶରରୁ ଗ୍ଭଲିଗଲେ ଓ ମିଦିୟନ ଦେଶରେ ଜଣେ ବିଦେଶୀ ହୋଇ ରହିଲେ। ସେଠାରେ ତାହାଙ୍କର ଦୁଇଟି ପୁତ୍ର ହେଲେ। Viz kapitola |