Online Bible

- Reklamy -




ପ୍ରେରିତ 7:52 - ଓଡିଆ ବାଇବେଲ

52 ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

52 ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣ-ମାନଙ୍କର ପିତୃ-ପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

52 ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ଦ୍ୱାରା ଉତ୍ପୀଡ଼ିତ ନ ହୋଇଥିବା କୌଣସି ଭାବବାଦୀ ଅଛନ୍ତି କି? ଈଶ୍ୱରଙ୍କ ଯେଉଁ ବାର୍ତ୍ତାବହମାନେ ବହୁ ପୂର୍ବେ ତାଙ୍କ ପବିତ୍ର ଦାସଙ୍କ ଆଗମନ ବିଷୟରେ ଘୋଷଣା କରିଥିଲେ, ତୁମ ପୂର୍ବପୁରୁଷମାନେ ସେମାନଙ୍କୁ ହତ୍ୟା କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

52 ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃ-ପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;

Viz kapitola kopírovat

ପବିତ୍ର ବାଇବଲ

52 ତୁମ୍ଭମାନଙ୍କର ପୂର୍ବପୁରୁଷମାନେ କୌଣସି ଭାବବାଦୀଙ୍କୁ ତାଡ଼ନା ନ କରି ଛାଡ଼ି ନାହାନ୍ତି। ଏହି ଭାବବାଦୀମାନେ ପୂର୍ବରୁ ସେହି ଧାର୍ମିକ ବ୍ୟକ୍ତିଙ୍କର ଆଗମନ କଥା କହିଥିଲେ। କିନ୍ତୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସେହି ଲୋକମାନଙ୍କୁ ମଧ୍ୟ ମାରି ଦେଇଥିଲେ। ବର୍ତ୍ତମାନ ତୁମ୍ଭେମାନେ ସେହି ଧାର୍ମିକ ବ୍ୟକ୍ତିଙ୍କୁ ପ୍ରତାରିତ ଓ ହତ୍ୟା କରିଛ।

Viz kapitola kopírovat




ପ୍ରେରିତ 7:52

Následuj nás:

Reklamy


Reklamy