ପ୍ରେରିତ 7:53 - ଓଡିଆ ବାଇବେଲ53 ଆପଣମାନେ ଦୂତମାନଙ୍କ ଦ୍ୱାରା ଆଦିଷ୍ଟ (ଆଦ୍ୟ) ପ୍ରତିଷ୍ଠିତ ବ୍ୟବସ୍ଥା ପାଇଥିଲେ, କିନ୍ତୁ ତାହା ପାଳନ କଲେ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)53 ଆପଣମାନେ ଦୂତମାନଙ୍କ ଦ୍ଵାରା ଆଦିଷ୍ଟ ବ୍ୟବସ୍ଥା ପାଇଥିଲେ, କିନ୍ତୁ ତାହା ପାଳନ କଲେ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)53 ବର୍ତ୍ତମାନ ତୁମ୍ଭେମାନେ ତାଙ୍କ ପ୍ରତି ବିଶ୍ୱାସଘାତକତା କରି ତାଙ୍କୁ ହତ୍ୟା କରିଛ। ତୁମ୍ଭେମାନେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ପ୍ରଦତ୍ତ ଈଶ୍ୱରଙ୍କ ବିଧିବିଧାନ ସବୁ ପାଇଛ - ତଥାପି ତାହା ପାଳନ କରି ନାହଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT53 ଆପଣମାନେ ଦୂତମାନଙ୍କ ଦ୍ୱାରା ଆଦିଷ୍ଟ ବ୍ୟବସ୍ଥା ପାଇଥିଲେ, କିନ୍ତୁ ତାହା ପାଳନ କଲେ ନାହିଁ।” Viz kapitolaପବିତ୍ର ବାଇବଲ53 ତୁମ୍ଭେମାନେ ପରମେଶ୍ୱରଙ୍କ ଦୂତ ଦ୍ୱାରା ମୋଶାଙ୍କୁ ଦିଆଯାଇଥିବା ବ୍ୟବସ୍ଥାକୁ ଗ୍ରହଣ କରିଛ, କିନ୍ତୁ ତାହାର ବାଧ୍ୟ ହୋଇ ନାହଁ।” Viz kapitola |