ପ୍ରେରିତ 7:6 - ଓଡିଆ ବାଇବେଲ6 ଈଶ୍ୱର ଏହିପରି କହିଲେ, ତାହାଙ୍କ ବଂଶ ବିଦେଶରେ ପ୍ରବାସ କରିବେ ଏବଂ ସେ ସ୍ଥାନର ଲୋକେ ସେମାନଙ୍କୁ ଚାରି ଶହ ବର୍ଷ ପର୍ଯ୍ୟନ୍ତ ଦାସତ୍ୱରେ ରଖି ସେମାନଙ୍କ ପ୍ରତି ଅତ୍ୟାଚାର କରିବେ । Viz kapitolaପବିତ୍ର ବାଇବଲ (Re-edited) - (BSI)6 ଈଶ୍ଵର ଏହିପରି କହିଲେ, ତାଙ୍କ ବଂଶ ବିଦେଶରେ ପ୍ରବାସ କରିବେ ଏବଂ ସେସ୍ଥାନର ଲୋକେ ସେମାନଙ୍କୁ ଚାରିଶହ ବର୍ଷ ପର୍ଯ୍ୟନ୍ତ ଦାସତ୍ଵରେ ରଖି ସେମାନଙ୍କ ପ୍ରତି ଦୌରାତ୍ମ୍ୟ କରିବେ। Viz kapitolaପବିତ୍ର ବାଇବଲ (CL) NT (BSI)6 ସେତେବେଳେ ଈଶ୍ୱର ତାଙ୍କୁ ଏହି କଥା କହିଲେ! ‘ତୁମର ବଂଶଧରମାନେ କ୍ରୀତଦାସ ରୂପେ ବିଦେଶରେ ବାସ କରିବେ ଓ ଚାରିଶହ ବର୍ଷ ପର୍ଯ୍ୟନ୍ତ ନିର୍ଯ୍ୟାତିତ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଈଶ୍ବର ଏହିପରି କହିଲେ, ତାହାଙ୍କ ବଂଶ ବିଦେଶରେ ପ୍ରବାସ କରିବେ ଏବଂ ସେ ସ୍ଥାନର ଲୋକେ ସେମାନଙ୍କୁ ଚାରି ଶହ ବର୍ଷ ପର୍ଯ୍ୟନ୍ତ ଦାସତ୍ୱରେ ରଖି ସେମାନଙ୍କ ପ୍ରତି ଅତ୍ୟାଚାର କରିବେ। Viz kapitolaପବିତ୍ର ବାଇବଲ6 “ପରମେଶ୍ୱର ତାହାଙ୍କୁ ଏହିକଥା କହିଥିଲେ, ‘ତୁମ୍ଭର ସନ୍ତାନମାନେ ବିଦେଶରେ ଦାସ କର୍ମ କରିବେ। ସେମାନେ ତାହାଙ୍କୁ ଗ୍ଭରିଶହ ବର୍ଷ ପର୍ଯ୍ୟନ୍ତ ଖରାପ ବ୍ୟବହାର କରିବେ।’ Viz kapitola |