ପ୍ରେରିତ 7:7 - ଓଡିଆ ବାଇବେଲ7 ପୁଣି, ଈଶ୍ୱର କହିଲେ, ସେମାନେ ଯେଉଁ ଜାତିର ଦାସ ହେବେ, ଆମ୍ଭେ ତାହାର ବିଚାର କରିବା; ତାହା ପରେ ସେମାନେ ବାହାରି ଆସି ଏହି ସ୍ଥାନରେ ଆମ୍ଭର ଉପାସନା କରିବେ । Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୁଣି, ଈଶ୍ଵର କହିଲେ, ସେମାନେ ଯେଉଁ ଜାତିର ଦାସ ହେବେ, ଆମ୍ଭେ ତାʼର ବିଚାର କରିବା; ତତ୍ପରେ ସେମାନେ ବାହାରିଆସି ଏହି ସ୍ଥାନରେ ଆମ୍ଭର ଉପାସନା କରିବେ। Viz kapitolaପବିତ୍ର ବାଇବଲ (CL) NT (BSI)7 କିନ୍ତୁ ସେମାନେ ଯେଉଁମାନଙ୍କର ସେବା କରିବେ, ମୁଁ ସେହି ଲୋକମାନଙ୍କର ବିଚାର କରିବି, ପରେ ତୁମର ବଂଶଧରମାନେ ସେହି ଦେଶରୁ ବାହାରି ଆସିବେ ଓ ଏହି ସ୍ଥାନରେ ମୋର ଉପାସନା କରିବେ।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ଈଶ୍ବର କହିଲେ, ସେମାନେ ଯେଉଁ ଜାତିର ଦାସ ହେବେ, ଆମ୍ଭେ ତାହାର ବିଚାର କରିବା; ତାହା ପରେ ସେମାନେ ବାହାରି ଆସି ଏହି ସ୍ଥାନରେ ଆମ୍ଭର ଉପାସନା କରିବେ। Viz kapitolaପବିତ୍ର ବାଇବଲ7 ପରମେଶ୍ୱର କହିଲେ, ‘ଯେଉଁମାନେ ସେମାନଙ୍କୁ ଦାସ କରି ରଖିଛନ୍ତି, ମୁଁ ସେମାନଙ୍କୁ ଦଣ୍ଡ ଦେବି। ତା'ପରେ ସେମାନେ ସେଠାରୁ ଆସି ଏହି ସ୍ଥାନରେ ମୋତେ ପୂଜା କରିବେ।’ Viz kapitola |