ପ୍ରେରିତ 7:8 - ଓଡିଆ ବାଇବେଲ8 ଆଉ, ସେ ତାହାଙ୍କୁ ସୁନ୍ନତର ନିୟମ ପ୍ରଦାନ କଲେ, ପୁଣି, ତଦନୁସାରେ ଅବ୍ରହାମ ଇସ୍ହାକଙ୍କୁ ଜନ୍ମ ଦେଇ ଅଷ୍ଟମ ଦିନରେ ତାହାଙ୍କୁ ସୁନ୍ନତ କଲେ; ଇସ୍ହାକ ଯାକୁବଙ୍କୁ ପୁଣି, ଯାକୁବ ବାର ଜଣ ପିତୃକୁଳପତିଙ୍କୁ ଜନ୍ମ ଦେଇ ସେପରି କଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)8 ଆଉ, ସେ ତାଙ୍କୁ ସୁନ୍ନତବିଧି ପ୍ରଦାନ କଲେ, ପୁଣି ତଦନୁସାରେ ଅବ୍ରହାମ ଯିସ୍ହାକଙ୍କୁ ଜନ୍ମ ଦେଇ ଅଷ୍ଟମ ଦିନରେ ତାଙ୍କୁ ସୁନ୍ନତ କଲେ; ଯିସ୍ହାକ ଯାକୁବଙ୍କୁ, ପୁଣି ଯାକୁବ ଦ୍ଵାଦଶ ପିତୃକୁଳପତିଙ୍କୁ ଜନ୍ମ ଦେଇ ସେପରି କଲେ। Viz kapitolaପବିତ୍ର ବାଇବଲ (CL) NT (BSI)8 ତା’ପରେ ଈଶ୍ୱର ଅବ୍ରହାମଙ୍କ ସହିତ ଚୁକ୍ତି ଚିହ୍ନ ସ୍ୱରୂପ ସୁନ୍ନତ ବିଧି ସ୍ଥାପନ କଲେ। ତେଣୁ ତାଙ୍କ ପୁତ୍ର ଇସ୍ହାକଙ୍କ ଜନ୍ମର ଏକ ସପ୍ତାହ ପରେ ଅବ୍ରହାମ ତାଙ୍କୁ ସୁନ୍ନତ କଲେ; ଇସ୍ହାକ ତାଙ୍କ ପୁତ୍ର ଯାକୁବଙ୍କୁ ଓ ଯାକୁବ ତାଙ୍କ ବାର ପୁତ୍ର ତଥା ଆମ ଜାତିର ବିଖ୍ୟାତ ପୂର୍ବପୁରୁଷମାନଙ୍କୁ ସୁନ୍ନତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ, ସେ ତାହାଙ୍କୁ ସୁନ୍ନତର ନିୟମ ପ୍ରଦାନ କଲେ, ପୁଣି, ତଦନୁସାରେ ଅବ୍ରହାମ ଇସ୍ହାକଙ୍କୁ ଜନ୍ମ ଦେଇ ଅଷ୍ଟମ ଦିନରେ ତାହାଙ୍କୁ ସୁନ୍ନତ କଲେ; ଇସ୍ହାକ ଯାକୁବଙ୍କୁ ପୁଣି, ଯାକୁବ ବାର ଜଣ ପିତୃକୁଳପତିଙ୍କୁ ଜନ୍ମ ଦେଇ ସେପରି କଲେ। Viz kapitolaପବିତ୍ର ବାଇବଲ8 “ଏହିପରି ପରମେଶ୍ୱର ଅବ୍ରହାମଙ୍କୁ ଏହି ଚୁକ୍ତି ପାଇଁ ସୁନ୍ନତର ଚିହ୍ନ ପ୍ରଦାନ କଲେ। ସେ ଇସ୍ହାକଙ୍କର ପିତା ହେଲେ। ଇସ୍ହାକଙ୍କ ଜନ୍ମର ଅଷ୍ଟମ ଦିନ ଅବ୍ରହାମ ତାହାଙ୍କର ସୁନ୍ନତ କଲେ ଓ ଇସ୍ହାକ ତାହାଙ୍କର ପୁତ୍ର ଯାକୁବର ସୁନ୍ନତ କଲେ। ପୁଣି ଯାକୁବ ତାହାଙ୍କ ବାରଜଣ ପୁତ୍ରଙ୍କର ସୁନ୍ନତ କଲେ, ଏହି ପୁତ୍ରମାନେ ଆମ୍ଭ ଗୋଷ୍ଠୀଗୁଡ଼ିକର ପିତା ହେଲେ। Viz kapitola |