ପ୍ରେରିତ 7:9 - ଓଡିଆ ବାଇବେଲ9 ପିତୃକୁଳପତିମାନେ ଯୋଷେଫଙ୍କୁ ଈର୍ଷା କରି ମିସରକୁ ନିଆଯିବା ନିମନ୍ତେ ତାହାଙ୍କୁ ବିକ୍ରୟ କଲେ; କିନ୍ତୁ ଈଶ୍ୱର ତାହାଙ୍କ ସହିତ ଥିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)9 ପିତୃକୁଳପତିମାନେ ଯୋଷେଫଙ୍କୁ ଈର୍ଷା କରି ମିସରକୁ ନିଆଯିବା ନିମନ୍ତେ ତାଙ୍କୁ ବିକ୍ରୟ କଲେ; କିନ୍ତୁ ଈଶ୍ଵର ତାଙ୍କ ସହିତ ଥିଲେ , Viz kapitolaପବିତ୍ର ବାଇବଲ (CL) NT (BSI)9 “ଯାକୁବଙ୍କର ପୁତ୍ରମାନେ ସେମାନଙ୍କର ଭାଇ ଯୋସେଫ ପ୍ରତି ଈର୍ଷାନ୍ୱିତ ହୋଇ ତାଙ୍କୁ ମିସର ଦେଶରେ କ୍ରୀତଦାସ ରୂପେ ବିକ୍ରୀ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପିତୃକୁଳପତିମାନେ ଯୋଷେଫଙ୍କୁ ଈର୍ଷା କରି ମିସରକୁ ନିଆଯିବା ନିମନ୍ତେ ତାହାଙ୍କୁ ବିକ୍ରୟ କଲେ; କିନ୍ତୁ ଈଶ୍ବର ତାହାଙ୍କ ସହିତ ଥିଲେ, Viz kapitolaପବିତ୍ର ବାଇବଲ9 “ସେହି ପୂର୍ବପୁରୁଷମାନେ ଯୋଷେଫଙ୍କର ପ୍ରତି ଈର୍ଷା କରି ତାହାଙ୍କୁ ମିଶର ଦେଶର ଜଣେ ଦାସ ଭାବରେ ବିକ୍ରୀ କରିଦେଲେ। କିନ୍ତୁ ପରମେଶ୍ୱର ଯୋଷେଫଙ୍କ ସହିତ ଥିଲେ। Viz kapitola |