ପ୍ରେରିତ 8:10 - ଓଡିଆ ବାଇବେଲ10 ଈଶ୍ୱରଙ୍କର ଯେଉଁ ଶକ୍ତିକୁ ମହାନ ବୋଲି କୁହାଯାଏ, ସାନଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଏ ସେହି ବୋଲି କହି ତାହାଙ୍କୁ ମାନ୍ୟ କରୁଥିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)10 ଈଶ୍ଵରଙ୍କର ଯେଉଁ ଶକ୍ତିକୁ ମହାନ ବୋଲି କୁହାଯାଏ, ସାନଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଏ ସେହି ବୋଲି କହି ତାହାକୁ ମାନ୍ୟ କରୁଥିଲେ। Viz kapitolaପବିତ୍ର ବାଇବଲ (CL) NT (BSI)10 ସେ ନିଜକୁ ଜଣେ ମହାପୁରୁଷ ବୋଲି କହି ସମାଜର ସବୁ ଶ୍ରେଣୀର ଲୋକମାନଙ୍କ ମଧ୍ୟରେ ମାନ୍ୟାସ୍ପଦ ହୋଇଥିଲା। ସେମାନେ କହୁଥିଲେ, “ସେ ‘ମହାଶକ୍ତି’ ନାମରେ ଅଭିହିତ ଈଶ୍ୱରଙ୍କର ଏକ ଶକ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଈଶ୍ବରଙ୍କର ଯେଉଁ ଶକ୍ତିକୁ ମହାନ ବୋଲି କୁହାଯାଏ, ସାନଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଏ ସେହି ବୋଲି କହି ତାହାଙ୍କୁ ମାନ୍ୟ କରୁଥିଲେ। Viz kapitolaପବିତ୍ର ବାଇବଲ10 ତେଣୁ ସାନଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଶିମୋନଙ୍କ ପ୍ରତି ଧ୍ୟାନ ଦେଲେ। ଲୋକେ କହିଲେ, “ଏହି ଲୋକଠାରେ ପରମେଶ୍ୱରଙ୍କ ଶକ୍ତି ଅଛି। ଯାହାକୁ କି ‘ମହାନ ଶକ୍ତି’ ବୋଲି କୁହାଯାଏ।” Viz kapitola |