ପ୍ରେରିତ 8:29 - ଓଡିଆ ବାଇବେଲ29 ସେତେବେଳେ ଆତ୍ମା ଫିଲିପ୍ପଙ୍କ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର । Viz kapitolaପବିତ୍ର ବାଇବଲ (Re-edited) - (BSI)29 ସେତେବେଳେ ଆତ୍ମା ଫିଲିପ୍ପଙ୍କୁ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର। Viz kapitolaପବିତ୍ର ବାଇବଲ (CL) NT (BSI)29 ପବିତ୍ରଆତ୍ମା ଫିଲିପ୍ପଙ୍କୁ କହିଲେ, “ସେହି ରଥ ପାଖକୁ ଯାଅ ଓ ତାହାର ନିକଟରେ ରୁହ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ସେତେବେଳେ ପବିତ୍ର ଆତ୍ମା ଫିଲିପ୍ପଙ୍କୁ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର। Viz kapitolaପବିତ୍ର ବାଇବଲ29 ସେତେବେଳେ ପବିତ୍ରଆତ୍ମା ଫିଲିପ୍ପଙ୍କୁ କହିଲେ, “ତୁମ୍ଭେ ସେ ରଥ ପାଖକୁ ଯାଇ ସେଠାରେ ରୁହ।” Viz kapitola |