ପ୍ରେରିତ 8:3 - ଓଡିଆ ବାଇବେଲ3 କିନ୍ତୁ ଶାଉଲ ଘରେ ଘରେ ପଶି ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ ଟାଣିଆଣି କାରାଗାରରେ ସମର୍ପଣ କରି ମଣ୍ଡଳୀକୁ ଧ୍ୱଂସ କରିବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)3 କିନ୍ତୁ ଶାଉଲ ଘରେ ଘରେ ପଶି ପୁରୁଷ ଓ ସ୍ତ୍ରୀଲୋକ-ମାନଙ୍କୁ ଟାଣିଆଣି କାରାଗାରରେ ସମର୍ପଣ କରି ମଣ୍ତଳୀକୁ ଉଚ୍ଛିନ୍ନ କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (CL) NT (BSI)3 କିନ୍ତୁ ଶାଉଲ ମଣ୍ଡଳୀକୁ ଧ୍ୱଂସ କରିବାକୁ ଚେଷ୍ଟା କଲେ, ଘର ଘରକୁ ଯାଇ ଖ୍ରୀଷ୍ଟ ବିଶ୍ୱାସୀ ପୁରୁଷ, ସ୍ତ୍ରୀ ସମସ୍ତଙ୍କୁ ଟାଣି ଆଣି କାରାଗାରରେ ପକାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କିନ୍ତୁ ଶାଉଲ ଘରେ ଘରେ ପଶି ବିଶ୍ୱାସୀ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ ଟାଣିଆଣି କାରାଗାରରେ ନିକ୍ଷେପ କରି ମଣ୍ଡଳୀକୁ ଧ୍ୱଂସ କରିବାକୁ ଲାଗିଲେ। Viz kapitola |