ପ୍ରେରିତ 8:31 - ଓଡିଆ ବାଇବେଲ31 ସେ କହିଲେ, କେହି ମୋତେ ବୁଝାଇ ନ ଦେଲେ ମୁଁ କିପରି ବୁଝି ପାରିବି ? ଆଉ, ସେ ଫିଲିପ୍ପଙ୍କ ଚଢ଼ି ଆସି ଆପଣା ନିକଟରେ ବସିବାକୁ ବିନତି କଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)31 ସେ କହିଲେ, କେହି ମୋତେ ବୁଝାଇ ନ ଦେଲେ, ମୁଁ କିପରି ବୁଝି ପାରିବି? ଆଉ, ସେ ଫିଲିପ୍ପଙ୍କୁ ଚଢ଼ି ଆସି ଆପଣା ନିକଟରେ ବସିବାକୁ ବିନତି କଲେ। Viz kapitolaପବିତ୍ର ବାଇବଲ (CL) NT (BSI)31 କର୍ମଚାରୀ ଉତ୍ତର ଦେଲେ, “କାରଣ କେହି ମୋତେ ଏହା ବୁଝାଇ ନ ଦେଲେ, ମୁଁ କିପରି ବୁଝିପାରିବି?” ତାଙ୍କ ସହିତ ରଥରେ ବସିବା ପାଇଁ ସେ ଫିଲିପ୍ପଙ୍କୁ ନିମନ୍ତ୍ରଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ସେ କହିଲେ, କେହି ମୋତେ ବୁଝାଇ ନ ଦେଲେ ମୁଁ କିପରି ବୁଝି ପାରିବି? ଆଉ, ସେ ଫିଲିପ୍ପଙ୍କୁ ରଥରେ ଚଢ଼ି ଆସି ଆପଣା ନିକଟରେ ବସିବାକୁ ବିନତି କଲେ। Viz kapitolaପବିତ୍ର ବାଇବଲ31 ସେ ନପୁଂସକ କହିଲେ, “ଯଦି କେହି ଏହା ବୁଝିବାକୁ ସାହାଯ୍ୟ କରିବେ ନାହିଁ, ତେବେ ମୁଁ ଏହା କିପରି ବୁଝିବି?” ତେଣୁ ସେ ଫିଲିପ୍ପଙ୍କୁ ରଥରେ ଚଢ଼ି ନିଜ ପାଖରେ ବସିବା ପାଇଁ ଅନୁରୋଧ କଲେ। Viz kapitola |