ପ୍ରେରିତ 8:9 - ଓଡିଆ ବାଇବେଲ9 କିନ୍ତୁ ଶିମୋନ ନାମକ ଜଣେ ଲୋକ ଏଥିପୂର୍ବେ ସେହି ନଗରରେ କୁହୁକକର୍ମ କରି ନିଜକୁ ଜଣେ ମହାପୁରୁଷ ବୋଲି କହି ଶମିରୋଣୀୟ ଜାତି କି ଆଚମ୍ବିତ କରୁଥିଲା; Viz kapitolaପବିତ୍ର ବାଇବଲ (Re-edited) - (BSI)9 କିନ୍ତୁ ଶିମୋନ ନାମକ ଜଣେ ଲୋକ ଏଥିପୂର୍ବେ ସେହି ନଗରରେ କୁହୁକକର୍ମ କରି ନିଜକୁ ଜଣେ ମହାପୁରୁଷ ବୋଲି କହି ଶମିରୋଣୀୟ ଜାତିକି ଆଚମ୍ଵିତ କରୁଥିଲା; Viz kapitolaପବିତ୍ର ବାଇବଲ (CL) NT (BSI)9 ଶିମୋନ ନାମକ ଜଣେ ଲୋକ ତା’ର ଗୁଣିବିଦ୍ୟା ଦ୍ୱାରା ସେହି ଅଞ୍ଚଳର ଲୋକମାନଙ୍କୁ ବିମୋହିତ କରି ରଖିଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କିନ୍ତୁ ଶିମୋନ ନାମକ ଜଣେ ଲୋକ ଏଥିପୂର୍ବେ ସେହି ନଗରରେ କୁହୁକକର୍ମ କରି ନିଜକୁ ଜଣେ ମହାପୁରୁଷ ବୋଲି କହି ଶମିରୋଣୀୟ ଲୋକମାନଙ୍କୁ ଆଚମ୍ଭିତ କରୁଥିଲା; Viz kapitolaପବିତ୍ର ବାଇବଲ9 ସେହି ନଗରରେ ଶିମୋନ ନାମକ ଜଣେ ଲୋକ ଥିଲା। ଫିଲିପ୍ପ ସେଠାକୁ ଆସିବା ପୂର୍ବରୁ ଶିମୋନ ଯାଦୁଖେଳ ଦେଖାଇ ଶମିରୋଣର ବାସିନ୍ଦାମାନଙ୍କୁ ବିସ୍ମିତ କରିଦେଇଥିଲା। ସେ ନିଜକୁ ବଡ଼ ମହାପୁରୁଷ ବୋଲି କହୁଥିଲା। Viz kapitola |