ପ୍ରେରିତ 9:1 - ଓଡିଆ ବାଇବେଲ1 କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)1 କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟ-ମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ। Viz kapitolaପବିତ୍ର ବାଇବଲ (CL) NT (BSI)1 ଏହି ସମୟରେ ଶାଉଲ ପ୍ରଭୁଙ୍କ ଶିଷ୍ୟମାନଙ୍କୁ ହତ୍ୟା କରିବେ ବୋଲି ଧମକ ଦେଉଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ, Viz kapitolaପବିତ୍ର ବାଇବଲ1 ଶାଉଲ ଯିରୁଶାଲମରେ ପ୍ରଭୁଙ୍କ ଅନୁସରଣକାରୀମାନଙ୍କ ବିରୁଦ୍ଧରେ ହତ୍ୟାର ଭୟ ଦେଖାଇବା ପାଇଁ ଚେଷ୍ଟା କଲେ। Viz kapitola |