ପ୍ରେରିତ 9:15 - ଓଡିଆ ବାଇବେଲ15 କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, ଯାଅ; କାରଣ ସେ ଅଣଯିହୂଦୀ, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ; Viz kapitolaପବିତ୍ର ବାଇବଲ (Re-edited) - (BSI)15 କିନ୍ତୁ ପ୍ରଭୁ ତାଙ୍କୁ କହିଲେ, ଯାଅ; କାରଣ ସେ ବିଜାତି, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ; Viz kapitolaପବିତ୍ର ବାଇବଲ (CL) NT (BSI)15 ପ୍ରଭୁ ତାଙ୍କୁ କହିଲେ, “ଯାଅ, ଇହୁଦୀ, ଅଣଇହୁଦୀ ଓ ରାଜାମାନଙ୍କ ସମ୍ମୁଖରେ, ମୋ’ ନାମ ଘୋଷଣା କରିବାକୁ ଏବଂ ମୋର ସେବା କରିବାକୁ ମୁଁ ତାକୁ ମନୋନୀତ କରିଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ଯାଅ; କାରଣ ସେ ଅଣଯିହୁଦୀ, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ; Viz kapitolaପବିତ୍ର ବାଇବଲ15 କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ଯାଅ, କାରଣ ଏହି ଲୋକକୁ ମୁଁ ଏକ ବିଶେଷ କାର୍ଯ୍ୟ ପାଇଁ ବାଛିଛି। Viz kapitola |