ପ୍ରେରିତ 9:23 - ଓଡିଆ ବାଇବେଲ23 ଅନେକ ଦିନ ଗତ ହେଲା ଉତ୍ତାରେ ଯିହୂଦୀମାନେ ତାହାଙ୍କୁ ବଧ କରିବା ପାଇଁ ଏକତ୍ର ମନ୍ତ୍ରଣା କଲେ; Viz kapitolaପବିତ୍ର ବାଇବଲ (Re-edited) - (BSI)23 ଅନେକ ଦିନ ଗତ ହେଲା ଉତ୍ତାରେ ଯିହୁଦୀମାନେ ତାଙ୍କୁ ବଧ କରିବା ପାଇଁ ଏକତ୍ର ମନ୍ତ୍ରଣା କଲେ; Viz kapitolaପବିତ୍ର ବାଇବଲ (CL) NT (BSI)23 ଅନେକ ଦିନ ଅତିବାହିତ ହେବା ପରେ ଇହୁଦୀମାନେ ଏକତ୍ରିତ ହୋଇ ଶାଉଲଙ୍କୁ ହତ୍ୟା କରିବା ପାଇଁ ମନ୍ତ୍ରଣା କଲେ, କିନ୍ତୁ ଶାଉଲ ସେମାନଙ୍କର ଚକ୍ରାନ୍ତ ଜାଣିପାରିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଅନେକ ଦିନ ଗତ ହେଲା ଉତ୍ତାରେ ଯିହୁଦୀମାନେ ତାହାଙ୍କୁ ବଧ କରିବା ପାଇଁ ଏକତ୍ର ମନ୍ତ୍ରଣା କଲେ; Viz kapitolaପବିତ୍ର ବାଇବଲ23 ଅନେକ ଦିନ ବିତିଗଲା ପରେ ଯିହୂଦୀମାନେ ଶାଉଲଙ୍କୁ ମାରିଦେବା ପାଇଁ ଷଡ଼ଯନ୍ତ୍ର କଲେ। Viz kapitola |