ପ୍ରେରିତ 9:24 - ଓଡିଆ ବାଇବେଲ24 କିନ୍ତୁ ସେମାନଙ୍କର ଚକ୍ରାନ୍ତ ଶାଉଲଙ୍କର କର୍ଣ୍ଣଗୋଚର ହେଲା । ଆଉ, ସେମାନେ ଯେପରି ତାହାଙ୍କୁ ବଧ କରି ପାରନ୍ତି,ଏଥି ନିମନ୍ତେ ଦିବାରାତ୍ର ମଧ୍ୟ ନଗର-ଦ୍ୱାରସବୁ ଜଗି ରହିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)24 କିନ୍ତୁ ସେମାନଙ୍କର ଚକ୍ରା; ଶାଉଲଙ୍କର କର୍ଣ୍ଣଗୋଚର ହେଲା। ଆଉ, ସେମାନେ ଯେପରି ତାଙ୍କୁ ବଧ କରି ପାରନ୍ତି, ଏଥିନିମନ୍ତେ ଦିବାରାତ୍ର ମଧ୍ୟ ନଗର-ଦ୍ଵାରସବୁ ଜଗି ରହିଲେ, Viz kapitolaପବିତ୍ର ବାଇବଲ (CL) NT (BSI)24 ତାଙ୍କୁ ହତ୍ୟା କରିବା ପାଇଁ ଦିନ।ତି ସେମାନେ ନଗର ଦ୍ୱାର ସବୁ ଜଗି ରହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 କିନ୍ତୁ ସେମାନଙ୍କର ଚକ୍ରାନ୍ତ ଶାଉଲଙ୍କର କର୍ଣ୍ଣଗୋଚର ହେଲା। ଆଉ, ସେମାନେ ଯେପରି ତାହାଙ୍କୁ ବଧ କରିପାରନ୍ତି, ଏଥିନିମନ୍ତେ ଦିବାରାତ୍ର ମଧ୍ୟ ନଗରଦ୍ୱାରସବୁ ଜଗି ରହିଲେ, Viz kapitolaପବିତ୍ର ବାଇବଲ24 ଯିହୂଦୀମାନେ ତାହାଙ୍କୁ ମାରିବା ପାଇଁ ଦିନରାତି ନଗରର ଫାଟକ ଗୁଡ଼ିକ ପାଖରେ ଜଗି ବସିଲେ। କିନ୍ତୁ ଶାଉଲ ଏହା ଜାଣି ପାରିଲେ। Viz kapitola |