Online Bible

- Reklamy -




ପ୍ରେରିତ 9:31 - ଓଡିଆ ବାଇବେଲ

31 ଏହି ପ୍ରକାରେ ସମୁଦାୟ ଯିହୂଦା ପ୍ରଦେଶ, ଗାଲିଲୀ ଓ ଶମିରୋଣ ମଣ୍ଡଳୀ ନିଷ୍ଠାପ୍ରାପ୍ତ ହୋଇ ଓ ପ୍ରଭୁଙ୍କର ଭୟରେ ଆଚରଣ କରି ଶାନ୍ତି ଭୋଗ କଲେ, ପୁଣି, ପବିତ୍ର ଆତ୍ମାଙ୍କ ସାହାଯ୍ୟରେ ବୃଦ୍ଧି ପାଇବାକୁ ଲାଗିଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ଏହିପ୍ରକାରେ ସମୁଦାୟ ଯିହୁଦା ପ୍ରଦେଶ, ଗାଲିଲୀ ଓ ଶମିରୋଣର ମଣ୍ତଳୀ ନିଷ୍ଠା ପ୍ରାପ୍ତ ହୋଇ ଓ ପ୍ରଭୁଙ୍କର ଭୟରେ ଆଚରଣ କରି ଶାନ୍ତି ଭୋଗ କଲେ, ପୁଣି ପବିତ୍ର ଆତ୍ମାଙ୍କ ସାହାଯ୍ୟରେ ବୃଦ୍ଧି ପାଇବାକୁ ଲାଗିଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

31 ଯିହୁଦା, ଗାଲିଲୀ ଓ ଶମିରୋଣରେ ଥିବା ଖ୍ରୀଷ୍ଟୀୟ ମଣ୍ଡଳୀମାନଙ୍କ ପାଇଁ ସେ ସମୟର ପରିସ୍ଥିତି ଶାନ୍ତ ଥିଲା ଏବଂ ପବିତ୍ରଆତ୍ମାଙ୍କ ଆନୁକୂଲ୍ୟରେ ସେମାନଙ୍କର ସଦସ୍ୟ ସଂଖ୍ୟା ବୃଦ୍ଧି ପାଇଲା ଓ ସେମାନେ ସୁଦୃଢ଼ ହେଲେ। ଖ୍ରୀଷ୍ଟ ବିଶ୍ୱାସୀମାନେ ପ୍ରଭୁଙ୍କ ପ୍ରତି ଭୟ ଭକ୍ତିରେ ଜୀବନଯାପନ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଏହି ପ୍ରକାରେ ସମୁଦାୟ ଯିହୂଦିୟା ପ୍ରଦେଶ, ଗାଲିଲୀ ଓ ଶମିରୋଣ ମଣ୍ଡଳୀ ନିଷ୍ଠାପ୍ରାପ୍ତ ହୋଇ ଓ ପ୍ରଭୁଙ୍କର ଭୟରେ ଆଚରଣ କରି ଶାନ୍ତି ଭୋଗ କଲେ, ପୁଣି, ପବିତ୍ର ଆତ୍ମାଙ୍କ ସାହାଯ୍ୟରେ ବୃଦ୍ଧି ପାଇବାକୁ ଲାଗିଲେ।

Viz kapitola kopírovat

ପବିତ୍ର ବାଇବଲ

31 ଏହା ଦ୍ୱାରା ଯିହୂଦା, ଶମିରୋଣ ଓ ଗାଲିଲୀର ମଣ୍ଡଳୀରେ ଶାନ୍ତି ଥିଲା ଓ ଏହା ଶକ୍ତିଶାଳୀ ହେଉଥିଲା। ବିଶ୍ୱାସୀମାନଙ୍କ ସଂଖ୍ୟା ବଢ଼ିବାରେ ଲାଗିଲା। ପ୍ରଭୁଙ୍କ ଭୟ ଓ ପବିତ୍ରଆତ୍ମାର ସହାୟତା ପାଇ ସେମାନେ ରହୁଥିଲେ।

Viz kapitola kopírovat




ପ୍ରେରିତ 9:31

Následuj nás:

Reklamy


Reklamy