ପ୍ରେରିତ 9:34 - ଓଡିଆ ବାଇବେଲ34 ପିତର ତାହାଙ୍କୁ କହିଲେ, ଏନୀୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଅଛନ୍ତି; ଉଠ, ତୁମ୍ଭର ଶେଯ ସଜାଡ଼ । ସେଥିରେ ସେ ସେହିକ୍ଷଣି ଉଠିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)34 ପିତର ତାଙ୍କୁ କହିଲେ, ଏନୀୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଅଛନ୍ତି; ଉଠ, ତୁମ୍ଭର ଶେଯ ସଜାଡ଼। ସେଥିରେ ସେ ତତ୍କ୍ଷଣାତ୍ ଉଠିଲେ। Viz kapitolaପବିତ୍ର ବାଇବଲ (CL) NT (BSI)34 ପିତର ତାଙ୍କୁ କହିଲେ, “ଏନିୟ, ଯୀଶୁଖ୍ରୀଷ୍ଟ ତୁମକୁ ସୁସ୍ଥ କରିଛନ୍ତି। ଉଠ, ତୁମର ବିଛଣା ସଜାଡ଼।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ପିତର ତାହାଙ୍କୁ କହିଲେ, ଏନୀୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଅଛନ୍ତି; ଉଠ, ତୁମ୍ଭର ଶେଯ ସଜାଡ଼। ସେଥିରେ ସେ ସେହିକ୍ଷଣି ଉଠିଲେ। Viz kapitolaପବିତ୍ର ବାଇବଲ34 ପିତର ତାହାକୁ କହିଲେ, “ଏନିୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଛନ୍ତି, ଉଠ ଓ ତୁମ୍ଭ ବିଛଣା ନିଜେ ସଜାଡ଼। ଏହା କହିବା ମାତ୍ରେ ସେ ଉଠିଗଲା।” Viz kapitola |