ପ୍ରେରିତ 9:6 - ଓଡିଆ ବାଇବେଲ6 କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କ'ଣ କରିବାକୁ ହେବ, ତାହା କୁହାଯିବ । Viz kapitolaପବିତ୍ର ବାଇବଲ (Re-edited) - (BSI)6 କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କʼଣ କରିବାକୁ ହେବ, ତାହା କୁହାଯିବ। Viz kapitolaପବିତ୍ର ବାଇବଲ (CL) NT (BSI)6 ଉଠ, ସହରକୁ ଯାଅ, କ’ଣ କରିବାକୁ ହେବ, ସେଠାରେ ତୁମ୍ଭକୁ ଜଣାଇ ଦିଆଯିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 “କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କଅଣ କରିବାକୁ ହେବ, ତାହା କୁହାଯିବ।” Viz kapitolaପବିତ୍ର ବାଇବଲ6 ଏବେ ଉଠ ଓ ନଗରକୁ ଯାଅ। ସେଠାରେ ତୁମ୍ଭକୁ କ’ଣ କରିବାକୁ ହେବ, ତାହା ତୁମ୍ଭକୁ ଜଣେ କହିବେ।” Viz kapitola |