ଆମୋଷ 1:13 - ଓଡିଆ ବାଇବେଲ13 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଅମ୍ମୋନ ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁ ସେମାନଙ୍କର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେ ଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)13 ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଅମ୍ମୋନ-ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁ ସେମାନଙ୍କରଦଣ୍ତ ନିବାରଣ କରିବା ନାହିଁ; କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେ ଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଅମ୍ମୋନ-ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁ ସେମାନଙ୍କର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେ ଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି। Viz kapitolaପବିତ୍ର ବାଇବଲ13 ସଦାପ୍ରଭୁ ଏହିକଥା କୁହନ୍ତି: “ଆମ୍ଭେ ଅମ୍ମୋନର ଲୋକମାନଙ୍କୁ ଦଣ୍ତ ଦେବା, ଯେଉଁମାନେ ଅନେକ ଅପରାଧ କରିଛନ୍ତି, କାରଣ ସେମାନେ ଗିଲିୟଦରେ ଗର୍ଭବତୀ ନାରୀମାନଙ୍କୁ ହତ୍ୟା କରିଅଛନ୍ତି। ଅମ୍ମୋନର ଲୋକମାନେ ଏହିପରି କାର୍ଯ୍ୟ କଲେ, ଯେଟରୁ ସେମାନଙ୍କର ସୀମା ଅଧିକ ଜାଗା ବଢ଼ାଇବାକୁ। Viz kapitola |