ଆମୋଷ 1:6 - ଓଡିଆ ବାଇବେଲ6 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ତ ନିବାରଣ କରିବା ନାହିଁ; କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇଗଲେ। Viz kapitolaପବିତ୍ର ବାଇବଲ6 ସଦାପ୍ରଭୁ ଏହା ହିଁ କହନ୍ତି: “ଘସାର ଲୋକମାନଙ୍କୁ ଆମ୍ଭେ ସେମାନଙ୍କର ବହୁ ଅପରାଧ ପାଇଁ ନିଶ୍ଚୟ ଦଣ୍ତ ଦେବା, କାରଣ ସେମାନେ ସମଗ୍ର ଜାତିମାନଙ୍କୁ ନେଇଯାଇ ଇଦୋମକୁ କ୍ରୀତଦାସରୂପେ ଦେଇଥିଲେ। Viz kapitola |