କଲସୀୟ 1:27 - ଓଡିଆ ବାଇବେଲ27 ଅଣଯିହୂଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କ'ଣ, ତାହା ଈଶ୍ୱର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ୱରୂପ; Viz kapitolaପବିତ୍ର ବାଇବଲ (Re-edited) - (BSI)27 ବିଜାତିମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ଵର ଗୌରବରୂପ ଧନ ଯେ କଅଣ, ତାହା ଈଶ୍ଵର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ; ସେହି ନିଗୂଢ଼ ତତ୍ତ୍ଵ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ଵରୂପ; Viz kapitolaପବିତ୍ର ବାଇବଲ (CL) NT (BSI)27 ତାଙ୍କ ଲୋକମାନଙ୍କୁ ସେହି ଗୁପ୍ତ ତତ୍ତ୍ୱ ଜଣାଇବା ଈଶ୍ୱରଙ୍କର ପରିକଳ୍ପନା। ତାଙ୍କର ଏହି ବହୁମୂଲ୍ୟ ଓ ଗୌରବଜନକ ତତ୍ତ୍ୱ ସମଗ୍ର ମାନବ ଜାତି ନିମନ୍ତେ ଉଦ୍ଦିଷ୍ଟ। ସେହି ତତ୍ତ୍ୱ ହେଉଛି, ଖ୍ରୀଷ୍ଟ ତୁମ୍ଭମାନଙ୍କ ନିକଟରେ ମଧ୍ୟ ବିଦ୍ୟମାନ। ଏହାର ଅର୍ଥ, ତୁମ୍ଭେମାନେ ଈଶ୍ୱରଙ୍କର ଗୌରବର ଅଂଶୀ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଅଣଯିହୁଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କଅଣ, ତାହା ଈଶ୍ବର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ୱରୂପ; Viz kapitolaପବିତ୍ର ବାଇବଲ27 ଏହି ମହାନ୍ ସତ୍ୟଟି ସମସ୍ତଙ୍କ ପାଇଁ ଅଟେ। ପରମେଶ୍ୱର ଏହି ମହାନ୍ ଓ ବୈଭବପୂର୍ଣ୍ଣ ସତ୍ୟକୁ ନିଜ ଲୋକଙ୍କୁ ଜଣାଇ ଦେବା ପାଇଁ ସ୍ଥିର କଲେ। ଏହି ସତ୍ୟ ସ୍ୱୟଂ ତୁମ୍ଭମାନଙ୍କ ଭିତରେ ଥିବା ଖ୍ରୀଷ୍ଟ ନିଜେ ଅଟନ୍ତି। ପରମେଶ୍ୱରଙ୍କ ମହିମା ପ୍ରାପ୍ତ କରିବା ପାଇଁ, ସେ ହେଉଛନ୍ତି ଆମ୍ଭର ଏକମାତ୍ର ଭରସା। Viz kapitola |