କଲସୀୟ 1:4 - ଓଡିଆ ବାଇବେଲ4 ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେଉଅଛୁ; Viz kapitolaପବିତ୍ର ବାଇବଲ (Re-edited) - (BSI)4 ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଈଶ୍ଵରଙ୍କୁ ସର୍ବଦା ଧନ୍ୟବାଦ ଦେଉଅଛୁ; Viz kapitolaପବିତ୍ର ବାଇବଲ (CL) NT (BSI)4 କାରଣ ଆମେ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ବିଶ୍ୱାସ ଓ ଈଶ୍ୱରଙ୍କ ସମସ୍ତ ଲୋକମାନଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣିଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ୱାସ ଏବଂ ସ୍ୱର୍ଗରେ ତୁମ୍ଭମାନଙ୍କ ପାଇଁ ରଖାଯାଇଥିବା ଭରସା ସକାଶେ ସମସ୍ତ ସାଧୁଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣିଅଛୁ। Viz kapitolaପବିତ୍ର ବାଇବଲ4 ପରମେଶ୍ୱର ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଅଟନ୍ତି। ତୁମ୍ଭମାନଙ୍କର ଯୀଶୁଙ୍କଠାରେ ବିଶ୍ୱାସ ଓ ପରମେଶ୍ୱରଙ୍କ ସମସ୍ତ ଲୋକମାନଙ୍କ ପାଇଁ ତୁମ୍ଭଠାରେ ଥିବା ପ୍ରେମ ବିଷୟରେ ଶୁଣି ଆମ୍ଭେ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛୁ। Viz kapitola |