କଲସୀୟ 2:2 - ଓଡିଆ ବାଇବେଲ2 ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍ ଈଶ୍ୱରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)2 ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍ ଈଶ୍ଵରଙ୍କ ନିଗୂଢ଼ ତତ୍ତ୍ଵ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)2 ତୁମେ ସମସ୍ତେ ଯେପରି ଉତ୍ସାହିତ ହେବ, ପରସ୍ପର ସହିତ ପ୍ରେମରେ ଆବଦ୍ଧ ହେବ ଓ ପ୍ରକୃତ ଜ୍ଞାନ ଲାଭ କରି ନିଶ୍ଚିତ ଭରସାରୂପ ସମ୍ପଦର ପୂର୍ଣ୍ଣ ଅଧିକାରୀ ହେବ, ଏହା ମୋର ଉଦ୍ଦେଶ୍ୟ। ଏହା ଦ୍ୱାରା ତୁମେ ସମସ୍ତେ ଜାଣିବ ଯେ, ଯୀଶୁ ଖ୍ରୀଷ୍ଟ ହିଁ ଈଶ୍ୱରଙ୍କ ସେହି ନିଗୂଢ଼ ତତ୍ତ୍ୱ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍ ଈଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି। Viz kapitolaପବିତ୍ର ବାଇବଲ2 ମୁଁ ଇଚ୍ଛା କରେ ଯେ ସେମାନେ ପ୍ରେମରେ ବାନ୍ଧି ହୋଇ ଶକ୍ତିଶାଳୀ ହୁଅନ୍ତୁ। ମୁଁ ଏହା ମଧ୍ୟ ଇଚ୍ଛା କରେ ଯେ ସେମାନେ ବୋଧଶକ୍ତି ଦ୍ୱାରା ପ୍ରାପ୍ତ ଦୃଢ଼ ବିଶ୍ୱାସରେ ଧନୀ ହୁଅନ୍ତୁ। ମୋର ଇଚ୍ଛା ଯେ ତୁମ୍ଭେମାନେ ପରମେଶ୍ୱରଙ୍କ ଦ୍ୱାରା ଜ୍ଞାତ କରାଯାଇଥିବା ଗୁପ୍ତ ସତ୍ୟ ଅର୍ଥାତ୍ ଖ୍ରୀଷ୍ଟଙ୍କୁ ପୂର୍ଣ୍ଣ ଭାବରେ ଜାଣ। Viz kapitola |