କଲସୀୟ 2:20 - ଓଡିଆ ବାଇବେଲ20 ତୁମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ଜଗତର ପ୍ରାଥମିକ ଶିକ୍ଷା ପ୍ରତି ମୃତ ହୋଇଅଛ, Viz kapitolaପବିତ୍ର ବାଇବଲ (Re-edited) - (BSI)20 ତୁମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ଜଗତର ପ୍ରାଥମିକ ଶିକ୍ଷା ପ୍ରତି ମୃତ ହୋଇଅଛ, Viz kapitolaପବିତ୍ର ବାଇବଲ (CL) NT (BSI)20 ତୁମ୍ଭେମାନେ ଖ୍ରୀଷ୍ଟଙ୍କ ସହ ମୃତ୍ୟୁଭୋଗ କରିଛ ଓ ଏହି ବିଶ୍ୱ ଉପରେ କର୍ତ୍ତୃତ୍ୱ କରୁଥିବା ଶକ୍ତିମାନଙ୍କ କବଳରୁ ମୁକ୍ତି ଲାଭ କରିଛ। ତେବେ କାହିଁକି ତୁମ୍ଭେମାନେ ଜାଗତିକମନା ଲୋକଙ୍କ ପରି ଜୀବନ କାଟୁଛ? କାହିଁକି ତୁମ୍ଭେମାନେ ଏହିପରି ନିୟମସବୁ ପାଳନ କର, ଯଥା Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତୁମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ଜଗତର ମୌଳିକ ଶିକ୍ଷା ପ୍ରତି ମୃତ ହୋଇଅଛ, Viz kapitolaପବିତ୍ର ବାଇବଲ20 ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ମୃତ୍ୟୁ ବରଣ କରିଛ ଓ ଜଗତର ଅସାର ନିୟମଗୁଡ଼ିକରୁ ମୁକ୍ତ କରାଯାଇଛ। ତଥାପି ତୁମ୍ଭେ ନିଜକୁ ଜଗତର ଲୋକ ବୋଲି ଭାବି କାହିଁକି ଏବେ ମଧ୍ୟ ଏପରି ବ୍ୟବହାର କରୁଛ? ତୁମ୍ଭେ ନିମ୍ନ ନିୟମଗୁଡ଼ିକ କ’ଣ ପାଇଁ ପାଳନ କରୁଛ: Viz kapitola |