କଲସୀୟ 3:1 - ଓଡିଆ ବାଇବେଲ1 ତୁମ୍ଭେମାନେ ଯେବେ ଖ୍ରୀଷ୍ଟଙ୍କ ସହିତ ଉତ୍ଥିତ ହୋଇଅଛ, ତେବେ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଖ୍ରୀଷ୍ଟଙ୍କର ଯେଉଁ ବାସସ୍ଥାନ, ସେହି ଊର୍ଦ୍ଧ୍ୱସ୍ଥାନ ବିଷୟସବୁ ଅନ୍ୱେଷଣ କର । Viz kapitolaପବିତ୍ର ବାଇବଲ (Re-edited) - (BSI)1 ତୁମ୍ଭେମାନେ ଯେବେ ଖ୍ରୀଷ୍ଟଙ୍କ ସହିତ ଉତ୍ଥିତ ହୋଇଅଛ, ତେବେ ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ଉପବିଷ୍ଟ ଖ୍ରୀଷ୍ଟଙ୍କର ଯେଉଁ ବାସସ୍ଥାନ, ସେହି ଊର୍ଦ୍ଧ୍ଵସ୍ଥାନର ବିଷୟସବୁ ଅନ୍ଵେଷଣ କର। Viz kapitolaପବିତ୍ର ବାଇବଲ (CL) NT (BSI)1 ତୁମ୍ଭେମାନେ ଖ୍ରୀଷ୍ଟଙ୍କ ସହିତ ମୃତ୍ୟୁରୁ ଉତ୍ଥାପିତ ହୋଇଛ। ତେଣୁ ସ୍ୱର୍ଗସ୍ଥ ବିଷୟ ପ୍ରତି ମନୋନିବେଶ କର, କାରଣ ଖ୍ରୀଷ୍ଟ ସ୍ୱର୍ଗରେ ଈଶ୍ୱରଙ୍କ ଦକ୍ଷିଣ ପାଶ୍ୱର୍ରେ ଉପବିଷ୍ଟ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତୁମ୍ଭେମାନେ ଯେବେ ଖ୍ରୀଷ୍ଟଙ୍କ ସହିତ ଉତ୍ଥିତ ହୋଇଅଛ, ତେବେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଖ୍ରୀଷ୍ଟଙ୍କର ଯେଉଁ ବାସସ୍ଥାନ, ସେହି ଊର୍ଦ୍ଧ୍ୱସ୍ଥାନ ବିଷୟସବୁ ଅନ୍ୱେଷଣ କର। Viz kapitolaପବିତ୍ର ବାଇବଲ1 ତୁମ୍ଭେମାନେ ଖ୍ରୀଷ୍ଟଙ୍କ ସହିତ ମୃତ୍ୟୁରୁ ଜୀବିତ ହୋଇଛ। ଅତଏବ ସ୍ୱର୍ଗରେ ଥିବା ବିଷୟ ଗୁଡ଼ିକ ପାଇବା ପାଇଁ ଯତ୍ନଶୀଳ ହୁଅ। ଯେଉଁଠାରେ ଖ୍ରୀଷ୍ଟ, ପରମେଶ୍ୱରଙ୍କ ଡାହାଣରେ ବସିଛନ୍ତି। Viz kapitola |