କଲସୀୟ 3:17 - ଓଡିଆ ବାଇବେଲ17 ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦିଅ । Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ଵାରା ପିତା ଈଶ୍ଵରଙ୍କୁ ଧନ୍ୟବାଦ ଦିଅ। Viz kapitolaପବିତ୍ର ବାଇବଲ (CL) NT (BSI)17 ତୁମ୍ଭେମାନେ ବାକ୍ୟ ବା କାର୍ଯ୍ୟରେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦିଅ। ନୂତନ ଜୀବନରେ ବ୍ୟକ୍ତିଗତ ସମ୍ପର୍କ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ। Viz kapitolaପବିତ୍ର ବାଇବଲ17 ତୁମ୍ଭେମାନେ ଯାହା କହୁଛ, ଯାହାକିଛି ବା କରୁଛ, ସେ ସବୁ ତୁମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କ ପାଇଁ କର ଏବଂ ଏହି ସମସ୍ତ କାର୍ଯ୍ୟ ମଧ୍ୟରେ ପରମପିତା ପରମେଶ୍ୱରଙ୍କୁ ଯୀଶୁଙ୍କ ମାଧ୍ୟମରେ ଧନ୍ୟବାଦ ଜଣାଅ। Viz kapitola |